Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ମାନ ରଖିଲା ଭାରତ, ଶେଷ ଦିନିକିଆରେ କଙ୍ଗାରକୁ ୧୩ ରନରେ ଦେଲା ମାତ୍, ୨-୧ରେ ସିରିଜ୍ ଜିତିଲା ଅଷ୍ଟ୍ରେଲିଆ
  • ||
  • ମାଲକାନଗିରି : ଶବ ସତ୍କାର ପାଇଁ ଗାଁ ମଶାଣୀରେ ମିଳୁନି ଜାଗା, ୨୪ ଘଣ୍ଟା ହେଲା ଗାଁ ଦାଣ୍ଡରେ ପଡିଛି ମୃତଦେହ
  • ||
  • ଜୟପୁର : ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ହାର୍ଡକୋର ମାଓବାଦୀ ରାମକ୍ରିଷ୍ଣାର ଥିଲା ଅଙ୍ଗରକ୍ଷୀ
  • ||
  • ଭୁବନେଶ୍ବର : ୧୧୨ ଡାଏଲ କରନ୍ତୁ, ମିଳିବ ସବୁ ଜରୁରୀ ସେବା ଓ ସହାୟତା : ନୂଆ ଏକକ ପୋଲିସ ହେଲ୍ପ ଲାଇନ୍ ନମ୍ବର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • କଟକ : ‘ସ୍କୁଲ ଫି’ ଧାର୍ଯ୍ୟ ପାଇଁ ଆଇନ ନାହିଁ’- ହାଇକୋର୍ଟରେ ଏଭଳି ତଥ୍ୟ ରଖିଲେ ସରକାର
  • ||
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||

ସେପ୍ଟେମ୍ବର ପହିଲାରୁ ଭୋଟର ତାଲିକା ସଂଶୋଧନ ଆରମ୍ଭ

31/07/2018 at 10:22 PM

ସେପ୍ଟେମ୍ବର ପହିଲାରୁ ଭୋଟର ତାଲିକା ସଂଶୋଧନ ଆରମ୍ଭ ହେବ। ଇଭିଏମ ଠାରୁ ଭିଭିପାର୍ଟ ମେସିନ କେବେ ଆସିବ ? କିଭଳି ଅନ୍ୟାନ୍ୟ ବ୍ୟବସ୍ଥା ହେବ, ସେନେଇ ପ୍ରକ୍ରିୟା ଆରମ୍ଭ କରିଦେଲେଣି ନିର୍ବାଚନ କମିଶନ। ଆଗୁଆ ନିର୍ବାଚନ କରିବାକୁ ନେଇ ଏହି ପ୍ରସ୍ତୁତି ବୋଲି ସଂକେତ ମିଳିଲାଣି। ଯାହାକୁ ନେଇ ରାଜନୈତିକ ମହଲରେ ଜୋର୍ ଚର୍ଚ୍ଚା।

   Related Posts