Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ସୋଆରେ ଏଗ୍ରି ବିକାଶ -୨୦୧୮ ସମ୍ମିଳନୀ, କାର୍ଯ୍ୟକ୍ରମରେ କୃଷି ରାଷ୍ଟ୍ରମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାଓ୍ୱତଙ୍କ ସୂଚନା

30/06/2018 at 12:03 AM

ଚାଷୀଙ୍କ ଆୟ ଦୁଇଗୁଣା କରିବାକୁ କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ । ଚକଡ଼ାପୋକ ଦାଉରୁ ଫସଲକୁ ଏଣିକି ସମ୍ପୂର୍ଣ୍ଣ ସୁରକ୍ଷା ଦିଆଯାଇପାରିବ । ଶିକ୍ଷା ଓ ଅନୁସନ୍ଧାନ, ଡିମ୍ଡ୍ ଟୁ ବି ୟୁନିଭର୍ସିଟି ପରିସରରେ ଆୟୋଜିତ ଦୁଇ ଦିନିଆ ଏଗ୍ରି ବିକାଶ-୨୦୧୮ କାର୍ଯ୍ୟକ୍ରମରେ ଯୋଗ ଦେଇ ଏହା କହିଛନ୍ତି କେନ୍ଦ୍ର କୃଷି ରାଷ୍ଟ୍ରମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାଓ୍ବତ । ତାଙ୍କ ସହ କେନ୍ଦ୍ର ଏମଏସଏମଇ ରାଷ୍ଟ୍ରମନ୍ତ୍ରୀ ଗରିରାଜ ସିଂହ ଏବଂ କେନ୍ଦ୍ର ପେଟ୍ରୋଲିୟମ ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇ ଭାରତ ସରକାରଙ୍କ କୃଷି ନୀତି ସମ୍ପର୍କରେ ସୂଚନା ଦେଇଥିଲେ ।

   Related Posts