Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||

ସ୍କୁଲ ହତା ଭିତରେ ଟ୍ରାନ୍ସଫର୍ମର

10/07/2018 at 11:01 PM

ସ୍କୁଲ ହତା ଭିତରେ ଟ୍ରାନ୍ସଫର୍ମର। ଏହା ହେଉଛି ଯାଜପୁର ତରପଦା ସ୍କୁଲର ଦୃଶ୍ୟ। ଏଠାରେ ସ୍କୁଲ ହତା ଭିତରେ ବିପଦ ସଙ୍କୁଳ ଅବସ୍ଥାରେ ଟ୍ରାନ୍ସଫର୍ମରର ତାର ଝୁଲିଛି। ପାଖରେ ପିଲାଏ ଖେଳୁଛନ୍ତି। ଅନେକ ସମୟରେ ଟ୍ରାନ୍ସଫର୍ମରୁ ଏବଂ ତାରରୁ ବାହାରୁଛି ନିଆଁ। ସ୍କୁଲରେ ଭିତ୍ତିଭୂମି ବୋଲି କିଛି ନାହିଁ।

   Related Posts