Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଟିକାକରଣ ଏକ କୋଟି ପାର, ଶୁଭେଚ୍ଛା ଜଣାଇଲା ସ୍ବାସ୍ଥ୍ୟ ବିଭାଗ
  • ||
  • ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୪୫୮୭ କରୋନା ଆକ୍ରାନ୍ତ , ଖୋର୍ଦ୍ଧାରୁ ସର୍ବାଧିକ ୬୭୧ ଡିସଚାର୍ଜ
  • ||
  • ଜୁନ ୨୪ରେ ବୈଠକ ଡାକିଲେ କଂଗ୍ରେସ ହାଇକମାଣ୍ଡ ସୋନିଆ ଗାନ୍ଧି, ଦଳୀୟ କନ୍ଦଳ ନେଇ ହେବ ମାନସମନ୍ଥନ
  • ||
  • ଭଦ୍ରକ : ବ୍ରାଉନସୁଗାର ସେବନକୁ ବିରୋଧ କରିବାରୁ ମାରଣାସ୍ତ୍ର ଧରି ଗୋଡାଇଲେ ଯୁବକ, ୩ ଗିରଫ, ୧୦ ଗ୍ରାମ ବ୍ରାଉନସୁଗାର ଜବତ
  • ||
  • ଭୁବନେଶ୍ବର : କୋଭିଡ୍ ଦ୍ବାରା କ୍ଷତିଗ୍ରସ୍ତ ଅନେକ ଅର୍ଗାନ୍ ରହୁନି ସୁରକ୍ଷିତ – ଡିଏମଇଟି
  • ||
  • ୫୦ ନେତାଙ୍କୁ ପ୍ରିୟଙ୍କା ଗାନ୍ଧୀଙ୍କ ଫୋନ୍ : ‘ଆପଣଙ୍କ ଟିକେଟ୍ କନଫର୍ମ୍, ନିର୍ବାଚନ ପାଇଁ ପ୍ରସ୍ତୁତ ହୁଅ’
  • ||
  • ଇଟ୍ଟାନଗର : ପୁଣି ଥରିଲା ଅରୁଣାଞ୍ଚଳ ପ୍ରଦେଶ, ଇଟ୍ଟାନଗରରେ ଭୂକମ୍ପ ଝଟ୍‌କା
  • ||
  • ଭୁବନେଶ୍ବର : କେନ୍ଦ୍ର ସରକାରଙ୍କ ନୂଆ ଗାଇଡ୍ ଲାଇନ୍ ଅନୁଯାୟୀ ବ୍ୟବହାର ହେବ ଷ୍ଟେରଏଡ୍ – ନିରଞ୍ଜନ ମିଶ୍ର
  • ||
  • ଭୁବନେଶ୍ବର : ଦ୍ବିତୀୟ ଲହର ଅପେକ୍ଷା ତୃତୀୟ ଲହର ପ୍ରଭାବ କମ୍, ତଥାପି ଜୋରଦାର କରିବାକୁ ପଡିବ ଟିକାକରଣ – ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ପାଟଣା : ଘରେ ଶୋଇଥିବା ବେଳେ କାମୁଡିଦେଲା ସାପ, ଚାଲିଗଲା ମହିଳାଙ୍କ ଜୀବନ
  • ||

ସ୍ତ୍ରୀକୁ କିରୋସିନ ଢାଳି ନିଆଁ ଲଗାଇଦେଇଛି ସ୍ୱାମୀ

21/05/2018 at 7:45 AM

ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ କିରୋସିନ ଢାଳି ନିଆଁ ଲଗାଇଦେଇଛି ସ୍ୱାମୀ । ଅଭାବନୀୟ ଘଟଣା ଘଟିଛି ବଡବିଲ ଥାନା ବରପଦା ଗାଁରେ । ଗୁରୁତର ଅବସ୍ଥାରେ ମହିଳାଙ୍କୁ କେନ୍ଦୁଝର ମେଡିକାଲରେ ଭର୍ତ୍ତି କରାଯାଇଛି । ଅଭିଯୁକ୍ତ ସ୍ବାମୀ ସୁଶୀଲ ସାଗରାଇ ଫେରାର ହୋଇଯାଇଛି । ମାତ୍ର ୨୫ଶହ ଟଙ୍କା ପାଇଁ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ସ୍ତ୍ରୀକୁ ଜାଳିଦେଇଛି ଅଭିଯୁକ୍ତ ।

Leave a Reply

   Related Posts