Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ହୀରାକୁଦ ଜଳଭଣ୍ଡାରରୁ ଛଡ଼ାଗଲା ପ୍ରଥମ ବନ୍ୟାଜଳ

24/07/2018 at 9:44 PM

ହୀରାକୁଦ ଜଳଭଣ୍ଡାରରୁ ଆଜି ପ୍ରଥମ ପର୍ଯ୍ୟାୟ ବନ୍ୟାଜଳ ନିଷ୍କାସନ କରାଯାଇଛି। ପାରମ୍ପରିକ ପୂଜାର୍ଚ୍ଚନା ପରେ ଦିନ ୧୨ଟାରେ ପ୍ରଥମ ଗେଟ୍‌ ଖୋଲିଥିଲା। ମହାନଦୀ ଉପରମୁଣ୍ଡରେ ବର୍ଷା ଓ ହୀରାକୁଦ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଥିବା ଜଳକୁ ଆଖି ଆଗରେ ରଖି ଏବେ ସୁଧା ୨୦ଟି ଗେଟ୍ ଖୋଲାଯାଇଛି। ହେଲେ ଏହି ବନ୍ୟାଜଳ ମୁଣ୍ଡୁଳିରେ ପହଞ୍ଚିବା ପରେ, ମହାନଦୀ କୂଳିଆ ୬ଟି ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବନାହିଁ ବୋଲି ମୁଖ୍ୟଯନ୍ତ୍ରୀ କହିଛନ୍ତି। ସେପଟେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ୨୪ ଘଣ୍ଟା ମଧ୍ୟରେ ବର୍ଷା ହୋଇନଥିବାରୁ ବନ୍ୟା ଆଶଙ୍କା ଟଳିଛି ।

   Related Posts