Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଟ୍ରାଭେଲ୍ସ ବିଲ୍ ମାମଲାରେ ପାଠକ ବାପା-ପୁଅଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ
  • ||
  • ଚଣ୍ଡିଖୋଲ : ପେଟ୍ରୋଲ ପମ୍ପ୍ କର୍ମଚାରୀଙ୍କୁ ଗୁଳିମାଡ, ଦୁଇ ଆହତ
  • ||
  • ଚଣ୍ଡିଖୋଲ : ପୃଥକ ପୃଥକ ଦୁର୍ଘଟଣାରେ ଦୁଇ ମୃତ, ଜଣେ ଗୁରୁତର
  • ||
  • ଭୁବନେଶ୍ବର : ବିଧାନସଭା ବାଚସ୍ପତିଙ୍କ ସହ ମନ୍ତ୍ରୀ ଓ ବିଧାୟକ ନେଲେ କରୋନା ଟିକା
  • ||
  • କଟକ : ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, CBI ତଦନ୍ତ ଶିଥିଳତା ମାମଲାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ହାଇକୋର୍ଟ
  • ||
  • ବଲାଙ୍ଗୀର : ବସ୍ ଧକ୍କାରେ ଶିକ୍ଷକଙ୍କ ମୃତ୍ୟୁ, NH ଅବରୋଧ କଲେ ସ୍ଥାନୀୟ ଲୋକ
  • ||
  • ବୌଦ୍ଧ : ସମ୍ପତ୍ତି ପାଇଁ ଭାଇ ହେଲା ବଇରୀ, ରକ୍ତ ସମ୍ପର୍କକୁ ଭୁଲି ମାରି ପୋଡିଦେଲେ ସାନ ଭାଇକୁ
  • ||
  • ନୟାଗଡ : ଗ୍ରାମବାସୀଙ୍କ ମାଡରେ ଲୁଟେରା ମୃତ ! ଚେନ୍ ଲୁଟ୍ ଉଦ୍ୟମ ବେଳେ ଧରି ଛେଚିଥିଲେ ଲୋକେ
  • ||
  • ମଣ୍ଡିରେ ବିକ୍ରି ହେଉନି ଧାନ, ପ୍ରତିବାଦରେ ରାସ୍ତାରୋକ କଲେ ଚାଷୀ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ୟେଦିୟୁରପ୍ପାଙ୍କ ଇସ୍ତଫା : Special Report 02 (19.05.2018)

19/05/2018 at 7:30 PM

କର୍ଣ୍ଣାଟକରେ ବିଜେପି ସରକାର ପତ୍ତନ । ଶକ୍ତି ପରୀକ୍ଷା ପୂର୍ବରୁ ଇସ୍ତଫା ଦେଲେ ୟେଦିୟୁରପ୍ପା ।
କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ୟେଦିୟୁରପ୍ପା । ମ୍ୟାଜିକ ସଂଖ୍ୟା ଯୋଗାଡ଼ରେ ବିଫଳ ହେଲା ବିଜେପି । ବିଧାନସଭାରେ ଅଭିଭାଷଣ ପରେ ଇସ୍ତଫା ଦେଲେ ୟୋଦିୟୁରପ୍ପା । ଆସ୍ଥା ଭୋଟ ଲୋଡ଼ିଲେନି, ଇସ୍ତଫା ଘୋଷଣା କଲେ । ରାଜଭବନରେ ପହଞ୍ଚି ରାଜ୍ୟପାଳ ବାଜୁଭାଇ ବାଲାଙ୍କୁ ଦେଲେ ଇସ୍ତଫା ପତ୍ର । ୨୧ ତାରିଖରେ ସପଥ ନେଇପାରନ୍ତି ଏଚ୍.ଡି.କୁମାରସ୍ୱାମୀ । ରାହୁଲଗାନ୍ଧୀଙ୍କ ପ୍ରେସମିଟ୍, ଗଣତନ୍ତ୍ରର ବିଜୟ । ମମତା ବାନାର୍ଜୀ- ଆଞ୍ଚଳିକ ଦଳଙ୍କର ବିଜୟ ହୋଇଛି ।

Leave a Reply

   Related Posts