Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବତନ ବିଧାୟକ ଅରୁଣ ଦେ’ ଙ୍କ ପରଲୋକ, କରୋନାରେ ଆକ୍ରାନ୍ତ ପରେ ଚାଲିଥିଲା ଚିକିତ୍ସା
  • ||
  • ସାଗର ହତ୍ୟାକାଣ୍ଡରେ ଦିଲ୍ଲୀ କ୍ରାଇମ ବ୍ରାଞ୍ଚର ୧୭୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ, ସୁଶୀଲ କୁମାର ମୁଖ୍ୟ ଅଭିଯୁକ୍ତ
  • ||
  • ଅନୁଗୋଳ : କାଲି ଜଣଙ୍କର, ଆଜି ଆଉ ଜଣଙ୍କର ମିଳିଲା ମୃତଦେହ : ଏବେବି ଜଣେ ନିଖୋଜ
  • ||
  • ଭୁବନେଶ୍ବର : ଓଡିଶାରେ କମ୍ ରହିଛି ଆର୍ ଭାଲ୍ୟୁ, ୧ ଉପରେ ରହିଲେ ବଢିବ ସଂକ୍ରମଣ : ଡିଏମଇଟି
  • ||
  • ସୋର : ଭୋଜି କରିବାକୁ ଯାଇ ଫେରିଲେନି ଯୁବକ, ମେଡିକାଲରେ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ଯାଜପୁର : ଆସନ୍ତା ୪ରୁ ଖୋଲିବ ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର, ଅନୁମତି ଦେଲେ ଜିଲ୍ଲାପାଳ
  • ||
  • ଖଲ୍ଲିକୋଟ : ଖୋଲିଲା ତମ୍ପରା ହ୍ରଦ, ବୋଟିଂର ମଜା ନେଉଛନ୍ତି ପର୍ଯ୍ୟଟକ
  • ||
  • ଚାନ୍ଦବାଲି : ବିଦ୍ୟାଳୟ ବରଣ୍ଡାରେ ପଡିଛି ଅଚିହ୍ନା ବୃଦ୍ଧଙ୍କ ମୃତଦେହ, ତଦନ୍ତ ଆରମ୍ଭ କଲା ପୋଲିସ
  • ||
  • ରାଉରକେଲା : ଆସନ୍ତା ୭ରେ ୧୨ ଘଣ୍ଟିଆ ସୁନ୍ଦରଗଡ ବନ୍ଦ, ଦ୍ବିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ ବନ୍ଦ ଡାକରା
  • ||
  • ଚାନ୍ଦବାଲି : ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ କାଉଡିଆଙ୍କ ଭିଡକୁ ଦୃଷ୍ଟିରେ ରଖି କଟକଣା ଜାରି, ଭକ୍ତଶୂନ୍ୟ ମନ୍ଦିର ପରିସର
  • ||

୧୦ ଡିସେମ୍ବର, ସୋମବାର

10/12/2018 at 9:33 AM

ମେଷ – ଆଗାମୀ କାର୍ଯ୍ୟ ପାଇଁ ସଫଳତାର ସୂଚନା ମିଳୁଛି । କ୍ଳାନ୍ତ ଶରୀରକୁ ବିଶ୍ରାମ ଦେଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ ବିଳାସରେ ସମୟ କଟାଇ ସୁଖୀ ହେବେ ।


ବୃଷ – ଆସୁଥିବା ପ୍ରମାଦ ପ୍ରତି ସତର୍କ ରହିବାକୁ ପଡିବ । ଶାରିରୀକ ଅସୁସ୍ଥତା ଅନୁଭବ କରିପାରନ୍ତି । ଖର୍ଚ୍ଚାନ୍ତ ହେବେ । ବ୍ୟବସାୟ ଲାଭ ଜନକ ହେବ ।


ମିଥୁନ – କାର୍ଯ୍ୟରେ ସିଦ୍ଧି ପ୍ରାପ୍ତ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳାଇବେ ।


କର୍କଟ- କାର୍ଯ୍ୟଧାରାରେ ପରିବର୍ତ୍ତନ ଘଟାଇ ପାରନ୍ତି । ଆପଣଙ୍କ ଉପରେ କେହି ଅସୌଜନ୍ୟ ବ୍ୟବହାର କରିପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ ।


ସିଂହ – କେଉଁଠି ରହିଲା ଭୁଲ୍, ତାହା ବୁଝି ପାରିବେ । ଅନୁତପ୍ତ ହୋଇପାରନ୍ତି । ଚଞ୍ଚଳ ଚେଷ୍ଟିତ ହେବେ । ହଠାତ୍ କିଛି ଅର୍ଥ ମିଳିପାରେ ।


କନ୍ୟା – ପ୍ରମାଦ ଏଡାଇବା ପାଇଁ ଚିନ୍ତା କରିବେ । ଉଦାର ସ୍ୱଭାବର ହୋଇପାରନ୍ତି । ଦାନଶୀଳ ହେବେ । ସ୍ୱାସ୍ଥ୍ୟ ଭଲ ରହିବ । କୃଷିକ୍ଷେତ୍ରରୁ ଲାଭବାନ ହେବେ ।


ତୁଳା – ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତର କରିପାରନ୍ତି । ମନରେ ପ୍ରସନ୍ନ ଭାବ ଦେଖା ଦେବ । ଆସ୍ତିକ ସ୍ୱଭାବର ହୋଇପାରନ୍ତି ।


ବିଛା – ଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ । ବିଭିନ୍ ଦିଗରୁ ଧନାଗମ ହେବ । ମିତ୍ରମାନଙ୍କ ସହାୟତା ମିଳିପାରେ ।


ଧନୁ – ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୋଜଗାର ଆଶାନୁରୂପ ହେବ । ସରକାର କିମ୍ବା ବନ୍ଧୁ ସହାୟତା ପାଇ ଲାଭବାନ ହେବେ । ଦାମ୍ପତ୍ୟ ସୁଖ ମିଳିବ ।


ମକର – ଦକ୍ଷତାର ସଦୁପଯୋଗ କରିପାରନ୍ତି । କାର୍ଯ୍ୟରେ ବାଧା ବିଘ୍ନ ଦେଖା ଦେଇପାରେ । ଚଞ୍ଚଳ ସ୍ୱଭାବର ହେବେ । ମିଷ୍ଟଭାଷୀ ହୋଇପାରନ୍ତି ।


କୁମ୍ଭ – ଆୟ ଆଶାନୁରୂପ ହେବ । ଚଞ୍ଚଲ ପ୍ରକୃତିର ହୋଇପାରନ୍ତି । ଲୋକପ୍ରିୟତା ବୃଦ୍ଧି ହେବ । ବ୍ୟବସାୟରୁ ଲାବ ମିଳିବ । ସରକାରୀ ସ୍ତରରେ ସମ୍ମାନିତ ହେବେ ।


ମୀନ – କୁଳ ଉଦ୍ଧାରକ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ ବିତାଇବେ । ବ୍ୟବସାୟ ଲାଭଜନକ ହେବ ।

   Related Posts