Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମିଶନ କାଶ୍ମୀର ଉପରେ ୧୪ ନେତାଙ୍କ ସହ ପିଏମ ମୋଦୀଙ୍କ ମହାବୈଠକ ଶେଷ
  • ||
  • ବରି​‌ଷ୍ଠ ଆଇପିଏସ୍‌ ସ୍ତରରେ ଅଦଳବଦଳ
  • ||
  • ଦ୍ବାଦଶ ଶ୍ରେଣୀ ପରୀକ୍ଷା: ୩୧ ଜୁଲାଇ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବାକୁ ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
  • ||
  • ରାଇରଙ୍ଗପୁର : ଅଣ୍ଡା ବଣ୍ଟନରେ ପାତର ଅନ୍ତର, ଅଭିଯୋଗ କଲେ ନାଁ କାଟିଦେବାକୁ ଅଙ୍ଗନବାଡି ଦିଦି ଦେଉଛନ୍ତି ଧମକ
  • ||
  • ସାଲେପୁର : ନଦୀ ପଠାରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୪ ଜଣଙ୍କ ଜୀବନ
  • ||
  • ଆଜି ୧୦ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ୨୭ ଯାଏଁ ଛେଚିବ
  • ||
  • ହ୍ରାସ ପରେ ପୁଣି ବଢୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୬୫୦ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||

୨୬ ତମ ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସର ଆଜି ଚତୁର୍ଥ ଦିବସ: ଆଜି ଯୋଗଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

30/12/2018 at 10:21 AM

ଭୁବନେଶ୍ୱର ୩୦/୧୨ : ସୋଆ ଡିମ୍ଡ ଟୁବି ୟୁନିଭରସିଟିରେ ଆୟୋଜିତ ୨୬ ତମ ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସର ଆଜି ଥିଲା ଚତୁର୍ଥ ଦିବସ । ଏହି ଅବସରରେ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟତଃ ଶିଶୁ ବୈଜ୍ଞାନିକମାନଙ୍କୁ ନେଇ ବଭିନ୍ନ ପର୍ଯ୍ୟାୟରେ ସ୍ବତନ୍ତ୍ର କର୍ମଶାଳାମାନ ଅନୁଷ୍ଠିତ ହେଇଥିଲା । ଚଳିତ ବର୍ଷର ଥିମ ରହିଛି, ସାଇନ୍ସ ଟେକ୍ନୋଲୋଜି ଆଣ୍ଡ ଇନୋଭେସନ ଫର ଏ କ୍ଲିନ, ଗ୍ରୀନ ଆଣ୍ଡ ହେଲଦି ନେସନ ।

ଏହାକୁ ନେଇ ବିଭିନ୍ନ ପର୍ଯ୍ୟାୟରେ ଆୟୋଜିତ କର୍ମଶାଳାରେ ବିଷଦଭାବେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ଅନ୍ୟପଟେ କର୍ମଶାଳାରେ ଯୋଗ ଦେଇଥିବା ବିଶେଷଜ୍ଞ ମାନଙ୍କ ସହ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ମଧ୍ୟ ରହିଛି। ଆଜି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଶିଶୁ ବିଜ୍ଞାନ କଂଗ୍ରେସରେ ଭାଗ ନେବାର କାର୍ଯ୍ୟକ୍ରମ ରହିଛି।

   Related Posts