Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

୫ ଦୁଷ୍କର୍ମକାରୀଙ୍କୁ ଆଜୀବନ ସଜ୍ଜା

3/06/2018 at 12:00 AM

ସମ୍ୱଲପୁର ଶାସନ ଗାଁ ନାବାଳିକା ଛାତ୍ରୀ ଗଣ ଦୁଷ୍କର୍ମ ଓ ଆତ୍ମହତ୍ୟା ମାମଲାରେ ୫ ଦୁଷ୍କର୍ମକାରୀଙ୍କୁ ଆଜୀବନ ସଜ୍ଜା। ସଜା ଶୁଣାଇଲେ ସମ୍ୱଲପୁରର ଦ୍ୱିତୀୟ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ। ୩୦ ଦିନ ଭିତରେ ଫାଷ୍ଟ ଟ୍ରାକ୍ କୋର୍ଟରେ ମାମଲାର ରାୟ ପ୍ରକାଶ ପାଇଲା।

Leave a Reply

   Related Posts