୫ ଦୁଷ୍କର୍ମକାରୀଙ୍କୁ ଆଜୀବନ ସଜ୍ଜା
3/06/2018 at 12:00 AM

ସମ୍ୱଲପୁର ଶାସନ ଗାଁ ନାବାଳିକା ଛାତ୍ରୀ ଗଣ ଦୁଷ୍କର୍ମ ଓ ଆତ୍ମହତ୍ୟା ମାମଲାରେ ୫ ଦୁଷ୍କର୍ମକାରୀଙ୍କୁ ଆଜୀବନ ସଜ୍ଜା। ସଜା ଶୁଣାଇଲେ ସମ୍ୱଲପୁରର ଦ୍ୱିତୀୟ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ। ୩୦ ଦିନ ଭିତରେ ଫାଷ୍ଟ ଟ୍ରାକ୍ କୋର୍ଟରେ ମାମଲାର ରାୟ ପ୍ରକାଶ ପାଇଲା।
Related Posts
ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
25 February 2021
ବାଦାମପାହାଡ଼ ଅଞ୍ଚଳରେ ଅବକାରୀ ବିଭାଗର ଚଢ଼ାଉ: ବିପୁଳ ଦେଶୀ ମଦ ଜବତ, ୪ ଗିରଫ
24 February 2021