Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ଆଇପିଏସ୍‌ ଅଧିକାରୀ ତଥା ରାଜ୍ୟ ଦୁର୍ନୀତି ନିବାରଣ ବିଭାଗର ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କର ପରଲୋକ
  • ||
  • ବିରୋଧ ପରେ ବାଟକୁ ଆସିଲା ହକି ଇଣ୍ଡିଆ, ଦିଲ୍ଲୀପ ତିର୍କୀ ଆଡହକ୍ କମିଟିର ଚେୟାରମାନେ ଭାବେ ନିଯୁକ୍ତ
  • ||
  • ଅଗଷ୍ଟ ଦ୍ଵିତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ, ଦଶମ ମାର୍କ ଆଧାରରେ ହେବ ମୂଲ୍ୟାୟନ
  • ||
  • ଯାଜପୁର : ବରମୁଣ୍ଡା ଛକରେ ଦୁର୍ଘଟଣା, ଚାଲିଗଲା ନାରାୟଣଙ୍କ ଜୀବନ
  • ||
  • ମୃତ୍ୟୁ ହାରରେ ସାମାନ୍ୟ ହ୍ରାସ : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୭ ଜଣଙ୍କ ଜୀବନ, ୩୫୦୮ରେ ପହଞ୍ଚିଲା ମୋଟ୍‌ ସଂଖ୍ୟା
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୮୦୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • କଟକ : ଜୁଆ ଆଡ୍ଡାରେ ଅଚାନକ ଚଢାଉ, ୧୧ଜଣ ଜୁଆଡି ଗିରଫ
  • ||

ଅନୁଗୋଳରେ ହାତୀ ଆକ୍ରମଣରେ ଜଣେ ଗୁରୁତର

17/07/2018 at 7:42 AM

ଅନୁଗୋଳରେ ହାତୀ ଆକ୍ରମଣରେ ଜଣେ ଗୁରୁତର | ଗୁରୁତର ଜଣକ ତଳଗଡ ଗାଁର ଶରତ ସେଠୀ | ସକାଳୁ ବଜାରକୁ ଆସୁଥିବା ସମୟରେ ହାତୀ ଆକ୍ରମଣ କରିଥିଲା | ତାଙ୍କୁ ହାତୀ କଚାଡି ଦେବାରୁ ତାଙ୍କର ଗୋଡ ଭାଙ୍ଗିଯାଇଛି | ଗୁରୁତର ଅବସ୍ଥାରେ ତାଙ୍କୁ ଅନୁଗୋଳ ମେଡିକାଲରେ ଭର୍ତ୍ତି କରାଯାଇଛି |

   Related Posts