Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଭଦ୍ରକ ଜାମା ମସଜିଦର ଉନ୍ନତିକରଣ ପାଇଁ ଖର୍ଚ୍ଚ ହେବ କୋଟିଏ ଟଙ୍କା, ପ୍ରକଳ୍ପର ଶିଳାନ୍ୟାସ କଲେ ସାଂସଦ ଓ ବିଧାୟକ

21/01/2021 at 10:29 AM

ଭଦ୍ରକ, ୨୧।୦୧ : ଜାମା ମସଜିଦର ଉନ୍ନତିକରଣ ପାଇଁ ଖର୍ଚ୍ଚ ହେବ କୋଟିଏ ଟଙ୍କା । ଏହି  ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ ଓ ବିଧାୟକ ସଞ୍ଜୀବ ମଲ୍ଲିକ ।

ଭଦ୍ରକ ସହରର ପୁରୁଣା ବଜାର ସ୍ଥିତ ଜାମା ମସଜିଦର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧ କୋଟି ଟଙ୍କା ଘୋଷଣା କରିଥିଲେ । ତେବେ ଏହି ପ୍ରକଳ୍ପର ଉଦ୍ଦଘାଟନ ଓ ଶିଳାନ୍ୟାସ କରିଛନ୍ତି ଭଦ୍ରକ ସାଂସଦ ଓ ବିଧାୟକ । ଏହି ଶିଳାନ୍ୟାସ ଜାମା ମସଜିଦର ଇମାମ ମୌଲାନା ସାଦିକ ହୋସେନଙ୍କ ଫତେହାର କାର୍ଯ୍ୟକ୍ରମରୁ ଆରମ୍ଭ ହୋଇଥିଲା ।

ଉଦଘାଟନୀ ଉତ୍ସବରେ ଭଦ୍ରକ ମୁସଲିମ ଜମାତର ସଭାପତିଙ୍କ ସହ ବହୁ ଅତିଥି ଯୋଗ ଦେଇଥିଲେ । ଏହି ଅନୁଦାନରେ ମସଜିଦର ପାରିପାର୍ଶ୍ଵିକ ଉନ୍ନତିକାରଣ କାର୍ଯ୍ୟ କରାଯିବ ।

   Related Posts