Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

କୁକୁଡ଼ା ବୋଝେଇ ଟ୍ରକ ଧକ୍କାରେ ଜଣେ ମୃତ : ୨ଗୁରୁତର

30/12/2019 at 12:06 PM

ଅନୁଗୁଳ ୩୦/୧୨: କୁକୁଡ଼ା ବୋଝେଇ ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି।୨ଜଣ ଆହତ ହୋଇଛନ୍ତି। ଘଟଣାଟି ଘଟିଛି ବଂନରପାଳ  ନିକଟରେ। ମୃତକ ହେଲେ ଶତ୍ରୁଘ୍ନ ଯାଦବ। ଆହତ ହୋଇଥିବା ୨ ଜଣଙ୍କୁ ଅନୁଗୁଳ ମେଡିକାଲରେ ଭର୍ତ୍ତି କରାଯାଇଛି।

କୁକୁଡ଼ା ବୋଝେଇ ଆଇଚର ଗାଡିଟି ପରଜଙ୍ଗ ରୁ ରାଉରକେଲା ଯାଉଥିଲା। ଭୋରରୁ ଭାରସାମ୍ୟ ହରାଇ ରାସ୍ତା ଉପରେ ଛିଡା ହୋଇଥିବା ଟ୍ରକ ପଛରେ ପିଟିଲା। ଖବର ପାଇ ଦମକଳ ବିଭାଗ ଆହତଙ୍କୁ ଅନୁଗୁଳ ମେଡିକାଲରେ ଭର୍ତ୍ତି କରିଛନ୍ତି।

   Related Posts