Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଙ୍ଗରାଜ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ବହୁ ସେବାୟତ କୋଭିଡ୍‌ ପଜିଟଭ୍‌ ଚିହ୍ନଟ
  • ||
  • କେକେଆରକୁ ୨୦୫ ରନ୍‌ର ବିଜୟ ଲକ୍ଷ ଦେଲା ଆରସିବି
  • ||
  • କରୋନା ଯୋଗୁଁ ପଶ୍ଚିମବଙ୍ଗରେ ନିଜର ସବୁ ରାଲି ବାତିଲ କଲେ ରାହୁଲ ଗାନ୍ଧୀ: ସୋସିଆଲ ମିଡ଼ିଆରେ ହେଉଛି ପ୍ରଶଂସା
  • ||
  • ଏପ୍ରିଲରେ ଭୟାବହ ରୂପ ନେଇଛି କରୋନା: ୧୮ ଦିନରେ ୨୬ ଲକ୍ଷରୁ ଅଧିକ ମାମଲା
  • ||
  • ଦାରିଙ୍ଗବାଡ଼ି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ : ନାବାଳକ ମୃତ, ୨ ଗୁରୁତର
  • ||
  • JEE ମେନ୍‌ ୨୦୨୧ ସ୍ଥଗିତ, ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନେସନାଲ୍ ଟେଷ୍ଟିଂ ଏଜେନ୍ସିର ନିଷ୍ପତ୍ତି
  • ||
  • କରୋନା ସଂକ୍ରମଣ ଚିନ୍ତା, ଆଗୁଆ ପଦକ୍ଷେପ : ୪ରୁ ୫ ଗୁଣ ବଢିବ ବେଡ୍ ସଂଖ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୪୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ମିଳିଲାନି ଅମ୍ଳଜାନ, ଜୀବନ ହାରିଲେ ୬ କରୋନା ଆକ୍ରାନ୍ତ
  • ||
  • ଜୟପୁର ସବ୍ ଜେଲରେ ରେଡ୍, ଏସ୍‌ପି ଓ ଉପ ଜିଲ୍ଲାପାଳ ସାମିଲ
  • ||

ସାନଖେମୁଣ୍ଡିର ପୂର୍ବତନ ବିଧାୟିକା ନନ୍ଦିନୀ ଦେବୀଙ୍କ ଗାଡି ଧକ୍କାରେ ଜଣେ ମୃତ : ୩ ଆହତ

4/11/2019 at 12:29 PM

ଟାଙ୍ଗୀ ୪/୧୧: ସାନଖେମୁଣ୍ଡି ପୂର୍ବତନ ବିଧାୟିକା ନନ୍ଦିନୀ ଦେବୀଙ୍କ ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ନାଚୁଣୀ-ସୁନାଖଳା ବାଇପାସ୍‌ ଛକ ନିକଟରେ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଆହତ ହୋଇଥିବା ୩ଜଣଙ୍କୁ ବାଲୁଗାଁ ମେଡିକାଲରେ ଭର୍ତ୍ତି କରାଯାଇଛି।

 ଦୁର୍ଘଟଣାରେ ନନ୍ଦିନୀ ଦେବୀ ମଧ୍ୟ ଆହତ ହୋଇଥିବା ସୂଚନା ମିଳିଛି। ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ବାଣପୁର ପୋଲିସ ତଦନ୍ତ ଆରମ୍ଭ କରିଛି।

   Related Posts