Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେପିକୁ ତିର୍ତ୍ତୋଲବାସୀ ନିଶ୍ଚୟ ଜିତାଇବେ ଏବଂ ପ୍ରଧାନମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବେ- ଧର୍ମେନ୍ଦ୍ର
  • ||
  • PL 2020: ଗର୍ଜିଲା କ୍ରିସ୍ ଗେଲଙ୍କ ବ୍ୟାଟ୍, ରାଜସ୍ଥାନ ସମ୍ମୁଖରେ ୧୮୬ ରନର ବିଜୟ ଲକ୍ଷ୍ୟ ରଖିଲା କିଙ୍ଗ୍ସ ଏକାଦଶ ପଞ୍ଜାବ
  • ||
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||

ଗୋଷ୍ଠୀ ସଂଘର୍ଷ ୨ମୃତ, ୪ ଆହତ

12/11/2019 at 11:26 PM

ଭଞ୍ଜନଗର ୧୨।୧୧ – ଗଞ୍ଜାମ ଜିଲ୍ଲା ସୋରଡା ଥାନା ନୂଆଁଗଡ଼ ଗାଁରେ ଗୋଷ୍ଠୀ ସଂଘର୍ଷ । ଗୋଟିଏ ପରିବାରର ୫ ଜଣଙ୍କୁ ଆକ୍ରମଣ । ଏଥିରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୪ ଜଣ ଗୁରୁତର ହୋଇଛନ୍ତି । ମୃତକ ହେଲେ ମନୋଜ ନାୟକ ଓ ପୁନିଆ ନାୟକ । ଗୁରୁତରଙ୍କୁ ସୋରଡା ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

   Related Posts