Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ସଡକ ଦୁର୍ଘଟଣାରେ ଜଣେ ମୃତ

10/11/2019 at 11:02 PM

ମାର୍ଶାଘାଇ – ଟିକରପଙ୍କା ଛକରେ ସଡ଼କ ଦୃଘଟଣା । ଦୁର୍ଘଟଣାରେ ଜଣେ ମୃତ।ମୃତକ ଆଳି ଥାନା ବଡଆଙ୍କୋ ଗାଁର ପୂର୍ବତନ ସେନା କର୍ମଚାରୀ ଅଜୟକୁମାର ବେଉରା ।

ସେ  ନିଜ ବାଇକରେ ପାରାଦ୍ବୀପ ଯାଉଥିବା ବେଳେ ପଛପଟୁ ଧକ୍କା ଦେଇଥିଲା ଟ୍ରକ, ଫଳରେ ଅଜୟଙ୍କର ମୃତ୍ୟୁ ହୋଇଥିଲା ।ଘଟଣା ସ୍ଥଳରେ ମାର୍ଶାଘାଇ ଥାନା ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହିତ ମୃତ ଦେହକୁ ଶବ ବ୍ୟାବଛେଦ ପାଇଁ କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି ।

   Related Posts