Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

୧୧ ଦିନ ପରେ ଜୟପୁର ରାଣୀଗୁଡା ଗୁମ୍ମା ପଥର କ୍ୱାରୀରୁ ଜଣକର ମୃତଦେହ ଉଦ୍ଧାର

10/06/2018 at 10:25 AM

ରାଣିଗଡକୁମା ପଥର କ୍ବାରିରେ ୨ ଜେସିବି ଅପରେଟର ଫଶି ରହିବା ଘଟଣାରେ ୧୧ ଦିନ ପରେ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ମିଳିଛି | ମୃତଦେହଟି ଘନଶ୍ୟାମ ଗୁରୁଙ୍କ ହୋଇଥିବା ସୂଚନା ମିଳିଛି | ମୃତଦେହ ଚିହ୍ନଟ ପାଇଁ ଘନଶ୍ୟାମଙ୍କ ବାପାଙ୍କୁ ଘଟଣାସ୍ଥଳକୁ ନିଆଯାଇଛି | ଘଟଣାସ୍ଥଳରେ ଜିଲ୍ଲାପାଳ ମଧ୍ୟ ଉପସ୍ଥିତ ଅଛନ୍ତି | ତେବେ ଅନ୍ୟ ଜଣେ ଜେସିବି ଅପରେଟର ସଞ୍ଜୟଙ୍କ ପତ୍ତା ମିଳିନାହିଁ |

Leave a Reply

   Related Posts