Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ଦନ୍ତା ହାତୀ ଆକ୍ରମଣରେ ଜଣେ ମୃତ, ୨ ଗୁରୁତର

14/06/2018 at 7:43 AM

ଢେଙ୍କାନାଳ ଜିଲ୍ଲା ରାସୋଳ ଅଞ୍ଚଳରେ ଦନ୍ତା ହାତୀର ଉପଦ୍ରବ ଦେଖିବାକୁ ମିଳିଛି | ଗାଁରେ ପଶି ଆକ୍ରମଣ କଲା ଦନ୍ତା ହାତୀ | ହାତୀ ଆକ୍ରମଣରେ ଜଣକର ମୃତ୍ୟୁ ହୋଇଛି | ମୃତକ ହେଲେ ତେନ୍ତୁସିଂହାର ପ୍ରସନ୍ନ ବେହେରା | ଦୁଇ ଗୁରୁତର କଳିଙ୍ଗା ଗାଁର ସୁରେଶ ପାଲ ଓ ବାଙ୍କିଡିଆର ବିକ୍ରମ ନାୟକ | ସୁରେଶଙ୍କ ଅବସ୍ଥାରେ ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି | ହାତୀ ଘଉଡାଇବାକୁ ବନ ବିଭାଗର ଉଦ୍ୟମ ଜାରି ରଖିଛି |

   Related Posts