ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘କାଶ୍ମୀର ପଣ୍ଡିତଙ୍କ ହତ୍ୟାକାରୀକୁ କ୍ଷମା ନାହିଁ’ – ଉପ ରାଜ୍ୟପାଳ
  • ||
  • ଦେଶରେ ବଢୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୨୦୨ କରୋନା ପଜିଟିଭ୍
  • ||
  • ସନ୍ଧ୍ୟାରେ ପଞ୍ଜାବ ବନାମ ଦିଲ୍ଲୀ, ‘କର ବା ମର’ ସ୍ଥିତିରେ ଉଭୟ ଟିମ୍
  • ||
  • ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୭ ପଜିଟିଭ୍
  • ||
  • ଚଣ୍ଡୀଖୋଲ: ଟ୍ରକକୁ ଧକ୍କା ଦେଲା ଟ୍ରକ୍: ଗାଡି ଆଗକୁ ଛିଟିକି ପଡିଲେ ଡ୍ରାଇଭର, ଚାଲିଗଲା ଜୀବନ
  • ||
  • କମିବ ଖରା, ବଢିବ ଗୁଳୁଗୁଳି : ଭିଜାଇବ କାଳବୈଶାଖି ବର୍ଷା
  • ||

ରାୟଗଡା ଆଶ୍ରମ ବିଦ୍ୟାଳୟରେ ମହୁମାଛି ଆକ୍ରମଣରେ ଜଣେ ଛାତ୍ର ମୃତ, ୪ ଆହତ

13/09/2018 at 12:18 PM

ରାୟଗଡା ୧୩/୯ : ରାୟଗଡ଼ା ଜିଲ୍ଲା ସଦର ବ୍ଲକ କରୁବାଇ ଆଶ୍ରମ ବିଦ୍ୟାଳୟରେ ଅଘଟଣ ଘଟିଛି । ମହୁମାଛି ଆକ୍ରମଣରେ ଜଣେ ଛାତ୍ର ମୃତ ୪ ଗୁରୁତର । ହଷ୍ଟେଲ ବାହାରକୁ ଯାଇଥିବା ବେଳେ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ ସମସ୍ତ ଛାତ୍ର । ଡାକ୍ତରଖାନା ନେବା ବାଟରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ମାନଙ୍କୁ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ ଯେ, ଗଣେଶ ପୂଜା ପାଇଁ ଏହି ୫ ଜଣ ଛାତ୍ର ଓୟୁଜେ ସାମଗ୍ରୀ ସଂଗ୍ରହ କରିବା ପାଇଁ ଯାଇଥିଲେ | ସେହି ସମୟରେ ଏମାନେ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ | ମୃତ ଛାତ୍ର ଜଣକ ହେଲେ ଦ୍ୱିତୀୟ ଶ୍ରେଣୀ ଛାତ୍ର ଦେବଦାସ | ଘଟଣା ପରେ ଉପ-ଜିଲ୍ଲାପାଳ, ଶିକ୍ଷା ବିଭାଗ ଓ ମଙ୍ଗଳ ବିଭାଗ ଅଧିକାରୀମାନେ ଚିକିତ୍ସାଳୟକୁ ପହଂଚି ଘଟଣାର ଅନୁଧ୍ୟାନ କରୁଛନ୍ତି |

   Related Posts