Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

ଉଠାଦୋକାନୀଙ୍କଠୁ ଦାଦା ବଟି ଆଦାୟ ଅଭିଯୋଗ, ୧୦ ଜଣଙ୍କୁ ଗିରଫ କଲା ସିଂହଦ୍ବାର ଥାନା ପୋଲିସ

2/04/2021 at 4:20 PM

ପୁରୀ ୨।୪: ଦାଦା ବଟି ଆଦାୟ ଅଭିଯୋଗରେ ୧୦ ଜଣ ଗିରଫ ହୋଇଛନ୍ତି । ଶ୍ରୀମନ୍ଦିର ଚତୁଃପାର୍ଶ୍ବରେ ଉଠାଦୋକାନୀଙ୍କଠାରୁ ଦାଦା ବଟି ଆଦାୟ କରୁଥିବା ଅଭିଯୋଗରେ ୧୦ ଜଣଙ୍କୁ ଗିରଫ କରିଛି ସିଂହଦ୍ବାର ଥାନା ପୋଲିସ ।

ଉଲ୍ଲେଖଯୋଗ୍ୟ ଯେ, ଦାଦା ବଟିକୁ ନେଇ ଗତ ୩୧ ତାରିଖ ଦିନ ଅପରାହ୍ନରେ ଜଣେ ଟଙ୍କ ତୋରାଣି ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା । ଦାଦା ବଟି ଆଦାୟରେ ସମ୍ପୃକ୍ତ ଏକାଧିକ ଅପରାଧୀଙ୍କୁ ସିଂହଦ୍ବାର ପୋଲିସ ଖୋଜୁଛି ।

   Related Posts