Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

୧୧ କେଭି ବିଦ୍ୟୁତ ତାର ଛିଣ୍ଡି ୧୦ ଗୋରୁ ମୃତ

3/06/2019 at 10:22 AM

ନୀଳଗିରି ୩/୬ : ବାଲେଶ୍ଵର ଜିଲ୍ଲା ନୀଳଗିରି ଥାନା ଅଧିନ ଓଲଡଙ୍ଗ ଗାଁରେ ଏକ ବିଲ ମଝିରେ ୧୧ କେଭି ତାର ଛିଣ୍ଡି ୧୦ ଟି ଗାଈଙ୍କ ମୃତ୍ୟୁ ହୋଇଛି । ସକାଳୁ ଗୋରୁ ଚରିବାକୁ ଯାଇଥିବା ବେଳେ ଛିଣ୍ଡିଯାଇଥିବା ତାର ସଂସ୍ପର୍ଶରେ ଆସି ଗୋଟିଏ ପରେ ଗୋଟାଏ ଗୋରୁ ଲାଗି ମୃତ୍ୟୁବରଣ କରିଥିଲେ । ଏପରିକି ଗ୍ରାମବାସୀ ବିଦ୍ୟୁତ ବିଭାଗ ଅଧିକାରୀଙ୍କୁ ଖବର ଦେବାପରେ ମଧ୍ୟ କେହି ଫୋନ ଉଠାଇନଥିଲେ । ଗାଁରେ ଉତ୍ତେଜନା ଲାଗିରହିଥିବା ବେଳେ ଅଧିକାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଓ କ୍ଷତିପୂରଣ ଦାବିକରି ରାସ୍ତା ଅବରୋଧ କରିଛନ୍ତି ।

   Related Posts