Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : କୁମ୍ଭମେଳା ଫେରନ୍ତା ୧୩ଜଣ କରୋନା ପଜିଟିଭ୍, ରେଳ ଯାତ୍ରୀଙ୍କ ରିପୋର୍ଟ ଯାଞ୍ଚ କଡାକଡି
  • ||
  • ଆଠମଲ୍ଲିକ : ଜଳ ପ୍ରକଳ୍ପ ସ୍ଥାନାନ୍ତର ପ୍ରତିବାଦ, ଉପଜିଲ୍ଲାପାଳ ଅଫିସ ସମ୍ମୁଖରେ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ
  • ||
  • ପୁରୀ : ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||
  • ମାଲକାନଗିରି : ପୋଲିସ-ନକ୍ସଲ ଗୁଳିବିନମୟ : ଜଣେ ନିହତ, ମୁଣ୍ଡ ଉପରେ ୫ଲକ୍ଷ ଟଙ୍କାର ପୁରସ୍କାର
  • ||
  • ତେଲକୋଇ : ମହୁଲ ବୋଝେଇ ମିନିଟ୍ରକ୍ ଜବତ, ଜଣେ ଅଟକ
  • ||
  • ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||
  • ଲମତାପୁଟ : ୧୧ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୪ ଗିରଫ
  • ||
  • ରାଜ୍ୟରେ କରୋନା ନେଲା ଆଉ ୫ ଜଣଙ୍କ ଜୀବନ, ୧୯୫୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ରାଜ୍ୟରେ ୪ହଜାର ଉପରେ କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୪୭୬୧ ପଜିଟିଭ୍ ଚିହ୍ନଟ
  • ||
  • ବ୍ରହ୍ମପୁର : ସରିଲା ବ୍ରହ୍ମପୁରର ପ୍ରସିଦ୍ଧ ମା ବୁଢୀ ଠାକୁରାଣୀଙ୍କ ଯାତ୍ରା
  • ||

୧୦ ବରିଷ୍ଠ ଅଧିକାରୀଙ୍କୁ ୧୦ ଜିଲ୍ଲା ଦାୟିତ୍ବ

2/03/2021 at 1:14 PM

ଭୁବନେଶ୍ବର ୨।୩: ୧୦ ଆକାଂକ୍ଷୀ ଜିଲ୍ଲା ପାଇଁ ୧୦ ଅଧିକାରୀ ନିଯୁକ୍ତ ହୋଇଛନ୍ତି । ୩ ମାସ ପାଇଁ ଜିଲ୍ଲା ଦାୟିତ୍ବରେ ରହିବେ ୧୦ ବରିଷ୍ଠ ଅଧିକାରୀ । ଏହି ଅଧିକାରୀ ଶିକ୍ଷା, ସ୍ବାସ୍ଥ୍ୟ, କୃଷି, ଜଳସେଚନର ସମୀକ୍ଷା କରିବେ ।

ନୂଆପଡା ଦାୟିତ୍ବରେ ବିଷ୍ଣୁପଦ ସେଠୀ, ରାୟଗଡା ଦାୟିତ୍ବରେ ନିକୁଞ୍ଜ ଧଳ, ନବରଙ୍ଗପୁର ଦାୟିତ୍ବରେ ଅରବିନ୍ଦ ଅଗ୍ରୱାଲ, କନ୍ଧମାଳ ଦାୟିତ୍ବରେ ମଧୁସୂଦନ ପାଢୀ, କଳହାଣ୍ଡି ଦାୟିତ୍ବରେ ସତ୍ୟବ୍ରତ ସାହୁ, ମାଲକାନଗିରି ଦାୟିତ୍ବରେ ଏନ.ବି. ଜାୱେଲ, ବଲାଙ୍ଗିର ଦାୟିତ୍ବରେ ସୁରେନ୍ଦ୍ର କୁମାର, ଢେଙ୍କାନାଳ ଦାୟିତ୍ବରେ ରଞ୍ଜନା ଚୋପ୍ରା ଓ କୋରାପୁଟ ଦାୟିତ୍ବରେ ସନ୍ତୋଷ ଷଡଙ୍ଗୀ ରହିଛନ୍ତି ।

   Related Posts