Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରୀ ହତ୍ୟା ମାମଲା, SIT ତଦନ୍ତରେ ହାଇକୋର୍ଟ ସନ୍ତୁଷ୍ଟ- ବିଜେଡି
  • ||
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

୧୦ ଫୁଟ ଲମ୍ବର ଅଜଗର ସାପ ଉଦ୍ଧାର

14/11/2019 at 3:00 PM

ଆଠଗଡ ୧୪।୧୧: ଆଠଗଡରୁ ଉଦ୍ଧାର ହେଲା ୧୦ ଫୁଟ ଲମ୍ବର ଅଜଗର ସାପ । ଆଠଗଡ଼ ସହର ନିକଟରେ ଥିବା ସାପୁଆ ନଦୀ ପାଖରେ ରସ୍ତାପାର ହେଉଥିବା ବେଳେ ସ୍ଥାନୀୟ ଲୋକେ ସାପଟିକୁ ଦେଖି ଭୟଭୀତ ହୋଇଥିଲେ ।

ପରେ ବନବିଭାଗକୁ ଖବର ଦେଇଥିଲେ ଗ୍ରାମବାସୀ । ହେଲେ କୌଣସି କର୍ମଚାରୀ ଆସିନଥିଲେ । ଫଳରେ କିଛି ସ୍ଥାନୀୟ ସାହାସୀ ଯୁବକ ସାପଟିକୁ ଉଦ୍ଧାର କରିଥିଲେ ।

ସାପଟିକୁ ଉଦ୍ଧାର କରିବା ପରେ ଯୁବକମାନେ ତା ସହ ସେଲ୍ଫି ମଧ୍ୟ ନେଇଥିଲେ । ପରେ ସାପଟିକୁ ସ୍ଥାନୀୟ ଜଙ୍ଗଲରେ ଛାଡ଼ି ଦେଇଥିବା ଜଣାପଡିଛି ।

   Related Posts