Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

ତାଳଚେରରେ ପୁଣି ଦବିଲା ମାଟି, ସୃଷ୍ଟି ହେଲା ୧୦ଫୁଟ ଓସାରର ଗର୍ତ୍ତ

15/01/2020 at 3:02 PM

ଅନୁଗୋଳ ୧୫।୧: ଅନୁଗୋଳ ଜିଲ୍ଲା ତାଳଚେରରେ ପୁଣି ମାଟି ଦବିଛି । ଦେଉଳବେଡା ତେଲିସାହିରେ ପାଖାପାଖି ୧୦ ଫୁଟ ଓସାରର ଗର୍ତ୍ତ ହୋଇଥିବା ବେଳେ ଗର୍ତ୍ତର ଗଭୀରତା କେତେ ଜଣାପଡିନାହିଁ । ପ୍ରାୟ ୩୫ ଫୁଟ ଗଭୀରର ଗର୍ତ୍ତ ସୃଷ୍ଟି ହୋଇଥିବା ଅନୁମାନ କରାଯାଉଛି ।

ଚାଷ ଜମିରେ ଗର୍ତ୍ତ ସୃଷ୍ଟି ହୋଇଥିବା ବେଳେ ଚାଷ ଜମିର ପାଣି ମଧ୍ୟ ଗର୍ତ୍ତ ମଧ୍ୟକୁ ଯାଉଥିବା ଦେଖିବାକୁ ମିଳିଛି । ଜୋରରେ ଶବ୍ଦ ମଧ୍ୟ ହେଉଛି । ଖଣି ଖନନ ଯୋଗୁଁ ଏଭଳି ହୋଇଥିବା ସନ୍ଦେହ କରାଯାଉଛି ।

ବର୍ତ୍ତମାନ ସୁଦ୍ଧା ଏମସିଏଲ କି ପ୍ରଶାସନ କୌଣସି ପଦକ୍ଷେପ ନେଇନାହିଁ। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି । ବାରମ୍ବାର ଏଭଳି ଘଟଣା ଘଟୁଥିବାରୁ ସ୍ଥାନୀୟ ଲୋକେ ମଧ୍ୟ ଭୟଭୀତ ଅବସ୍ଥାରେ ଅଛନ୍ତି ।

   Related Posts