Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

୧୦ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

1/10/2020 at 11:15 AM

ଆଳି ୧।୧୦: କେନ୍ଦ୍ରାପଡା ଆଳି ପତ୍ରପୁର ଛକ ନିକଟରୁ ବ୍ରାଉନସୁଗାର ଜବତ ହୋଇଛି । ପତ୍ରପୁର ପୋଲ ନିକଟରୁ ଜଣଙ୍କୁ ଗିରଫ କରିଛି ଆଳି ପୋଲିସ । ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ରମାକାନ୍ତ ଦାସ । ଅଭିଯୁକ୍ତ ରମାକାନ୍ତ ନିକଟରୁ ୧୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଏହାସହ ଗୋଟିଏ ସ୍କୁଟି ମଧ୍ୟ ଜବତ କରିଛି ପୋଲିସ । ବୁଧବାର ଆଳି ପୋଲିସ ଚେକିଂ କରୁଥିବା ସମୟରେ ଧଳା ଜହର ଜବତ ହୋଇଥିଲା ।

   Related Posts