Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||

ଭାରସାମ୍ୟ ହରାଇ ଘାଟିରୁ ଓଲଟିଲା ମିନିଟ୍ରକ୍, ୧୦ ଆହତ

28/03/2019 at 2:26 PM

ଗଜପତି ୨୮|୩ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ୍ କୋଣ୍ଡାପାର ସମ୍ବା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଭାରସାମ୍ୟ ହରାଇ ଘାଟିରେ ଓଲଟି ପଡିଲା ମିନିଟ୍ରକ୍ । ଦୁର୍ଘଟଣା ଫଳରେ ୧୦ ଜଣ ଆହତ ହୋଇଛନ୍ତି । ଗାଡିରେ ୧୫ରୁ ଅଧିକ ଯାତ୍ରୀ ଥିଲେ । ବାହାଘର ସାମଗ୍ରୀ ନେଇ ଖଜୁରୀପଡା ଯିବାବେଳେ ଦୁର୍ଘଟଣା ଘଟିଛି । ଆହତଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଲୟରେ ଭର୍ତ୍ତି କରାଯାଇଛି ।

   Related Posts