Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ, ଅନେକ ଆହତ ହୋଇଛନ୍ତି, କ୍ଷତିପୂରଣ ଘୋଷଣା କଲେ ସିଏମ
  • ||
  • ଆସୁଛି ଲଘୁଚାପ, ୨୮ରୁ ୩ ଦିନ ବର୍ଷିବ: ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୫୮୫ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୯ କୋଭିଡ୍ ପଜିଟିଭ୍
  • ||
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ଭାରସାମ୍ୟ ହରାଇ ଓଲଟିଲା ‘ଶିବଶମ୍ଭୁ’, ୧୦ ଯାତ୍ରୀ ଆହତ

17/04/2021 at 3:39 PM

ବ୍ରହ୍ମପୁର ୧୭।୪: ମିନିବସ୍ ଓଲଟି ୧୦ ଯାତ୍ରୀ ଆହତ । ଗଞ୍ଜାମ କବିସୂର୍ଯ୍ୟନଗର ନୂତନ ଥାନା ନିକଟରେ ଭାରସାମ୍ୟ ହରାଇ ‘ଶିବଶମ୍ଭୁ’ ନାମକ ଯାତ୍ରୀବାହୀ ମିନି ବସ୍ ଓଲଟିପଡିଛି  । ଦୁର୍ଘଟଣା ଫଳରେ ବସ୍ ରେ ଥିବା ୧୦  ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ କବିସୂର୍ଯ୍ୟନଗର ମେଡିକାଲରେ ଭର୍ତ୍ତି  କରାଯାଇଛି । ଦୁର୍ଘଟଣାଗ୍ରସ୍ତ ଯାତ୍ରୀବାହୀ ମିନିବସଟି ପୋଲସରାରୁ ଆସିକା ଅଭିମୁଖେ ଆସୁଥିବା ବେଳେ ଦୁର୍ଘଟଣା ଘଟିଥିବା ଦେଖିବାକୁ ମିଳଛି ।  ମିନିବସରେ ୨୦ରୁ ଅଧିକ ଯାତ୍ରୀ ଥିବା ବେଳେ ୧୦ ଜଣ ସାମାନ୍ୟ ଆହତ ହୋଇଛନ୍ତି ।

   Related Posts