Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ବସ୍ ଓ ଟ୍ରକ ମଧ୍ୟରେ ଧକ୍କା : ୧୦ମୃତ, ୩୦ରୁ ଅଧିକ ଆହତ

5/12/2019 at 8:37 AM

ମଧ୍ୟପ୍ରଦେଶ ୦୫।୧୨: ମର୍ମନ୍ତୁଦ ସଡକ ଦୁର୍ଘଟଣା । ମଧ୍ୟପ୍ରଦେଶ ରିବାରେ ଯାତ୍ରୀବାହୀ ବସ ଓ ଟ୍ରକ ମଧ୍ୟରେ ଧକ୍କା । ଦୁର୍ଘଟଣାରେ ବସ୍‌ରେ ଥିବା ୧୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ  ଯାତ୍ରୀ ଆହତ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ଗୁରୁବାର ସକାଳ ୬ଟା ସମୟରେ ସମୟରେ ବସ୍ ଓ ଟ୍ରକ ମଧ୍ୟରେ ଦୁର୍ଘଟଣା ହୋଇଥିବାର ଅନୁମାନ କରାଯାଉଛି । ଦୁର୍ଘଟଣାଗ୍ରସ୍ତ ବସ୍‌ରେ ଅନେକ ଯାତ୍ରୀ ଫସିରହିଥିବାର ସୂଚନା ରହିଛି । ଘଟଣାସ୍ଥଳରେ  ଜିଲ୍ଲା ପ୍ରଶାସନ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।  

   Related Posts