Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ହୀରାକୁଦ ଜଳଭଣ୍ଡାର ଅପଡେଟ୍ : ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

28/08/2019 at 8:28 AM

ସମ୍ବଲପୁର ୨୮।୮: ହୀରାକୁଦ ଜଳଭଣ୍ଡାରର ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୩.୪୭ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୧ ଲକ୍ଷ ୪୨ ହଜାର ୭୪୪ କ୍ୟୁସେକ୍ ଜଳ । ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୧ ଲକ୍ଷ ୮୧ ହଜାର ୪୦୮ କ୍ୟୁସେକ୍ ଜଳ । ବାମ ପାର୍ଶ୍ବରେ ୭ଟି ଗେଟ୍ ଓ ଡାହାଣ ପାର୍ଶ୍ବରେ ୩ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି ।

   Related Posts