Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

୧୦ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ, ଅଭିଯୁକ୍ତ ପଡୋଶୀ ଯୁବକ ଗିରଫ

18/06/2021 at 5:32 PM

ବାଲିଆ ୧୮।୬: ଉତ୍ତରପ୍ରଦେଶରୁ ପ୍ରତିଦିନ ଦୁଷ୍କର୍ମ ମାମଲା ସାମ୍ନାକୁ ଆସୁଛି । ସବୁଠୁ ଅଧିକ ମାମଲା ବାଲିଆରୁ ଆସୁଛି । ବାଲିଆ ମନିୟର ଥାନା ଅନ୍ତର୍ଗତ ଏକ ଗାଁରେ ପଡୋଶୀ ଯୁବକଙ୍କ ଦ୍ବାରା ୧୦ ବର୍ଷର ନାବାଳିକା ଦୁଷ୍କର୍ମର ଶିକାର ହୋଇଛି । ପୋଲିସ ଅଭିଯୁକ୍ତକୁ ଗିରଫ କରିଥିବା ଜଣାପଡିଛି ।

ମନିୟର ଥାନା ଅଧିକାରୀ ଥିବା ଶୈଳେଶ ସିଂ ଶୁକ୍ରବାର ଦିନ କହିଛନ୍ତି ଯେ, ମାନିୟର ଥାନା ଅନ୍ତର୍ଗତ ଏକ ଗାଁରେ ୧୦ ବର୍ଷର ନାବାଳିକା ସହ ଦୁଷ୍କର୍ମ କରାଯାଇଛି । ଜୁନ୍ ୧୬ ତାରିଖ ଦିନ ସକାଳେ ଗାଁର ଜଣେ ୨୨ ବର୍ଷ ବୟସ୍କ ପଡୋଶୀ ଯୁବକ ବବଲୁ ରାଜଭର ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି । ଝିଅଟି ଏହି ଗାଁରେ ଥିବା ତାଙ୍କ ଆଈଙ୍କ ଘରେ ରହୁଥିଲେ । ନାବାଳିକାଙ୍କ ଆଈଙ୍କ ଅଭିଯୋଗ ଅନୁସାରେ ବବଲୁ ବିରୋଧରେ ମାମଲା ରୁଜୁ ହୋଇଛି ଏବଂ ତାକୁ ଜେଲ୍ ପଠାଇ ଦିଆଯାଇଛି ।

   Related Posts