Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ପଟ୍ଟାମୁଣ୍ଡାଇ: ବାହାଘର ଭୋଜି ଖାଇ ଶହେରୁ ଅଧିକ ବରଯାତ୍ରୀ ଅସୁସ୍ଥ

21/02/2021 at 5:05 PM

ପଟ୍ଟାମୁଣ୍ଡାଇ୨୧/୧: ବାହାଘର ଭୋଜି ଖାଇ ୧୦୦ରୁ ଅଧିକ ବରଯାତ୍ରୀ ଅସୁସ୍ଥ। ସେମାନଙ୍କ ମଧ୍ୟରୁ ୧୦ ଜଣ ଗୁରୁତର ଅବସ୍ଥାରେ କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ପଟ୍ଟାମୁଣ୍ଡାଇ ମାଟିଆ ଗାଁର କୁନାଲ ମଲିକଙ୍କ ବାହାଘରରେ ଯାଇଥିବା ବରଯାତ୍ରୀମାନେ ଅସୁସ୍ଥ ହୋଇପଡିଛନ୍ତି। ସାମାନ୍ୟ ଅସୁସ୍ଥ ଅନୁଭବ କରୁଥିବା ବ୍ୟକ୍ତିମାନେ ପଟ୍ଟାମୁଣ୍ଡାଇ ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ଗୁରୁତରଙ୍କୁ କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟରେ ଭର୍ତ୍ତି କରାଯାଇଛି। ଏହି ଘଟଣା ପରେ ସମସ୍ତଙ୍କ ପରିବାର ଲୋକେ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ବିବାହ ଘରେ କଣ ଖାଇଲେ, ଯାହାଫଳରେ ଏପରି ପରସ୍ଥିତି ଉପୁଜିଲା? ଏହାକୁ ନେଇ ତନାଘନା ଜାରି ରହିଛି।  

   Related Posts