Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୦୩୧ ପଜିଟିଭ୍

10/05/2021 at 8:22 AM

ଭୁବନେଶ୍ବର ୧୦।୦୫ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୦୦୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୪୪୮୭୩ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୨୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୪୦୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୫୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩୦ଜଣ, ବରଗଡ଼ ଜିଲ୍ଲାରୁ ୪୫୦ଜଣ, ଭଦ୍ରକ ଜିଲ୍ଲାରୁ ୨୪୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୭୪ଜଣ, ବୌଦ୍ଧ ଜିଲ୍ଲାରୁ ୧୮୩ଜଣ, କଟକ ଜିଲ୍ଲାରୁ ୭୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୧୧୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୪୪ଜଣ, ଗଜପତି ଜିଲ୍ଲାରୁ ୮୯ଜଣ, ଗଞ୍ଜାମ ଜିଲ୍ଲାରୁ ୨୦୯ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦୯ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧୫ଜଣ, ଯାଜପୁର ଜିଲ୍ଲାରୁ ୩୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୧୮ଜଣ, କଳାହାଣ୍ଡି ଜିଲ୍ଲାରୁ ୪୩୩ଜଣ, କନ୍ଧମାଳ ଜିଲ୍ଲାରୁ ୭୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୪୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୬୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୨୯ଜଣ, କୋରାପୁଟ ଜିଲ୍ଲାରୁ ୧୪୨ଜଣ, ମାଲକାନଗିରି ଜିଲ୍ଲାରୁ ୬୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୦୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୦୬ଜଣ, ନୟାଗଡ଼ ଜିଲ୍ଲାରୁ ୨୬୯ଜଣ, ନୂଆପଡ଼ା ଜିଲ୍ଲାରୁ ୩୧୧ଜଣ, ପୁରୀ ଜିଲ୍ଲାରୁ ୭୦୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୩୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୦୨ଜଣ, ସୋନପୁର ଜିଲ୍ଲାରୁ ୧୬୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୨୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୭୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୪୪୮୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୪୭୬୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୪୭୮୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୫୬୬୨୧୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts