ରାଜଧାନୀରୁ ଆଉ ୧୦୧ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୧୦୬

Published By : Prameya-News7 Bureau | August 07, 2020 IST

ଭୁବନେଶ୍ୱର, ୦୭|୦୮:  ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆହୁରି ୧୦୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରେ କ୍ୱାରେଣ୍ଟାଇନରୁ ୫୨ ଜଣ ଥିବା ବେଳେ ୪୯ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।

ସେହିପରି ୧୦୬ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି ।

wp:html /wp:html

ଏବେସୁଦ୍ଧା ରାଜଧାନୀରୁ ମୋଟ୍ ୩୫୭୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି । ଏହାମଧ୍ୟରୁ ୨୨୫୭ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ୧୮ଜଣ ପ୍ରାଣ ହରାଇଛନ୍ତି । ସେହିପରି ୧୨୯୬ଟି ସକ୍ରିୟ କେସ୍ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.