Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାଜଧାନୀରୁ ଆଉ ୧୦୧ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୧୦୬

7/08/2020 at 5:44 PM

ଭୁବନେଶ୍ୱର, ୦୭|୦୮:  ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆହୁରି ୧୦୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରେ କ୍ୱାରେଣ୍ଟାଇନରୁ ୫୨ ଜଣ ଥିବା ବେଳେ ୪୯ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।

ସେହିପରି ୧୦୬ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଏବେସୁଦ୍ଧା ରାଜଧାନୀରୁ ମୋଟ୍ ୩୫୭୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି । ଏହାମଧ୍ୟରୁ ୨୨୫୭ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ୧୮ଜଣ ପ୍ରାଣ ହରାଇଛନ୍ତି । ସେହିପରି ୧୨୯୬ଟି ସକ୍ରିୟ କେସ୍ ରହିଛି ।

   Related Posts