Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୩୨୧ ପଜିଟିଭ୍

18/05/2021 at 8:17 AM

ଭୁବନେଶ୍ୱର ୧୮।୦୫ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୩୩୩୦୨ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୭୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୫୪୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୭୧ଜଣ, ବାଲେଶ୍ୱର ଜିଲ୍ଲାରୁ ୨୬୯ଜଣ, ବରଗଡ଼ ଜିଲ୍ଲାରୁ ୩୨୦ଜଣ, ଭଦ୍ରକ ଜିଲ୍ଲାରୁ ୩୫୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୯୧ଜଣ, ବୌଦ୍ଧ ଜିଲ୍ଲାରୁ ୨୫୦ଜଣ, କଟକ ଜିଲ୍ଲାରୁ ୭୩୧ଜଣ, ଦେଓଗଡ଼ ଜିଲ୍ଲାରୁ ୧୧୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୭ଜଣ, ଗଜପତି ଜିଲ୍ଲାରୁ ୫୬ଜଣ, ଗଞ୍ଜାମ ଜିଲ୍ଲାରୁ ୨୦୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫୯ଜଣ, ଯାଜପୁର ଜିଲ୍ଲାରୁ ୩୩୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୫୯୯ଜଣ, କନ୍ଧମାଳ ଜିଲ୍ଲାରୁ ୫୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୬୨ଜଣ, କେନ୍ଦୁଝର ଜିଲ୍ଲାରୁ ୨୦୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୬୬ଜଣ, କୋରାପୁଟ ଜିଲ୍ଲାରୁ ୩୩୮ଜଣ, ମାଲକାନଗିରି ଜିଲ୍ଲାରୁ ୭୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୫୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୩୪ଜଣ, ନୟାଗଡ଼ ଜିଲ୍ଲାରୁ ୨୭୩ଜଣ, ନୂଆପଡ଼ା ଜିଲ୍ଲାରୁ ୧୪୫ଜଣ, ପୁରୀ ଜିଲ୍ଲାରୁ ୪୭୨ଜଣ, ରାୟଗଡ଼ା ଜିଲ୍ଲାରୁ ୧୬୩ଜଣ, ସମ୍ବଲପୁର ଜିଲ୍ଲାରୁ ୪୦୫ଜଣ, ସୋନପୁର ଜିଲ୍ଲାରୁ ୭୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୧୯ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୪୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୩୩୩୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୫୩୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୨୬୩୫୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୯୯୭୮୭୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts