Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୭୫୭ ପଜିଟିଭ୍

17/05/2021 at 8:38 AM

ଭୁବନେଶ୍ୱର ୧୭।୦୫ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୭୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୨୨୯୮୧ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୨୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୭୩୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୦୬ଜଣ, ବାଲେଶ୍ୱର ଜିଲ୍ଲାରୁ ୩୫୪ଜଣ, ବରଗଡ଼ ଜିଲ୍ଲାରୁ ୪୦୪ଜଣ, ଭଦ୍ରକ ଜିଲ୍ଲାରୁ ୪୪୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୦୭ଜଣ, ବୌଦ୍ଧ ଜିଲ୍ଲାରୁ ୧୩୩ଜଣ, କଟକ ଜିଲ୍ଲାରୁ ୯୭୩ଜଣ, ଦେଓଗଡ଼ ଜିଲ୍ଲାରୁ ୧୦୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୮୯ଜଣ, ଗଜପତି ଜିଲ୍ଲାରୁ ୧୪୧ଜଣ, ଗଞ୍ଜାମ ଜିଲ୍ଲାରୁ ୨୦୯ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦୯ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧୯ଜଣ, ଯାଜପୁର ଜିଲ୍ଲାରୁ ୨୮୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୮୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨୫ଜଣ, କନ୍ଧମାଳ ଜିଲ୍ଲାରୁ ୮୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୮ଜଣ, କେନ୍ଦୁଝର ଜିଲ୍ଲାରୁ ୨୦୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୦୯ଜଣ, କୋରପୁଟ ଜିଲ୍ଲାରୁ ୨୮୨ଜଣ, ମାଲକାନଗିରି ଜିଲ୍ଲାରୁ ୧୨୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୫୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୮୬ଜଣ, ନୟାଗଡ଼ ଜିଲ୍ଲାରୁ ୨୨୭ଜଣ, ନୂଆପଡ଼ା ଜିଲ୍ଲାରୁ ୫୦୨ଜଣ, ପୁରୀ ଜିଲ୍ଲାରୁ ୩୫୦ଜଣ, ରାୟଗଡ଼ା ଜିଲ୍ଲାରୁ ୧୩୬ଜଣ, ସମ୍ବଲପୁର ଜିଲ୍ଲାରୁ ୪୯୪ଜଣ, ସୋନପୁର ଜିଲ୍ଲାରୁ ୨୪୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୩୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୦୦ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୨୨୯୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୬୦୬୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୧୪୫୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୯୪୧୧୯୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts