Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||
  • ଲମତାପୁଟ : ଗଞ୍ଜେଇ ଚାଲାଣ ରୋକିବାକୁ କୋରାପୁଟ ପୋଲିସର ବଡ ପଦକ୍ଷେପ, ଆରମ୍ଭ ହେଲା ଅପରେସନ୍ ଗ୍ରୀନ୍ କ୍ଲିନ୍
  • ||

୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ସର୍ବାଧିକ ୧୦୯୩୯ ପଜିଟିଭ୍

25/05/2021 at 8:09 AM

ଭୁବନେଶ୍ୱର ୨୫।୦୫ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୯୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୧୪୩୮୦ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୧୭୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୭୬୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୧୯ଜଣ, ବାଲେଶ୍ୱର ଜିଲ୍ଲାରୁ ୩୬୧ଜଣ, ବରଗଡ଼ ଜିଲ୍ଲାରୁ ୩୨୩ଜଣ, ଭଦ୍ରକ ଜିଲ୍ଲାରୁ ୧୪୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୯୫ଜଣ, ବୌଦ୍ଧ ଜିଲ୍ଲାରୁ ୩୮୫ଜଣ, କଟକ ଜିଲ୍ଲାରୁ ୯୨୨ଜଣ, ଦେଓଗଡ଼ ଜିଲ୍ଲାରୁ ୧୦୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୬୩ଜଣ, ଗଜପତି ଜିଲ୍ଲାରୁ ୪୩ଜଣ, ଗଞ୍ଜାମ ଜିଲ୍ଲାରୁ ୨୫୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୯୧ଜଣ, ଯାଜପୁର ଜିଲ୍ଲାରୁ ୫୪୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯୧ଜଣ, କଳାହାଣ୍ଡି ଜିଲ୍ଲାରୁ ୨୪୪ଜଣ, କନ୍ଧମାଳ ଜିଲ୍ଲାରୁ ୭୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୨୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୭୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨୯୮ଜମ, କୋରାପୁଟ ଜିଲ୍ଲାରୁ ୨୪୨ଜଣ, ମାଲକାନଗିରି ଜିଲ୍ଲରାୁ ୧୦୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୦୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୬୨ଜଣ, ନୟାଗଡ଼ ଜିଲ୍ଲାରୁ ୨୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୬୪ଜଣ, ପୁରୀ ଜିଲ୍ଲାରୁ ୪୫୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୫୬ଜଣ, ସମ୍ବଲପୁର ଜିଲ୍ଲାରୁ ୩୧୯ଜଣ, ସୋନପୁର ଜିଲ୍ଲାରୁ ୨୩୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୧୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୧୭ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୧୪୩୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୦୫୫୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୦୧୨୨୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୪୩୭୩୩୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts