Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୨୨ କୋଭିଡ୍ ସଂକ୍ରମିତ, ୩୩୩୫୬୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ରାସ୍ତାରେ ଠିଆ ହୋଇଥିବା ଟ୍ରକ୍‌କୁ ପଛରୁ ଧକ୍କା ଦେଲା ବସ୍, ୫ ଯାତ୍ରୀ ଗୁରୁତର
  • ||
  • ଯାଜପୁର : ରାସ୍ତା ପାର ହେଉଥିବା ବେଳେ ମାଡିଗଲା ଟ୍ରାକ୍ଟର, ଚାଲିଗଲା ବୃଦ୍ଧାଙ୍କ ଜୀବନ
  • ||
  • ସୋନପୁର : ସାମାନ୍ୟ ପାଟିତୁଣ୍ଡରୁ ହତ୍ୟା, ବାପାକୁ ମାରି ପୋତିଦେଲା ପୁଅ !
  • ||
  • ଝାରସୁଗୁଡା : ପରିବାରର ୪ ଜଣଙ୍କୁ ପୋଡି ମାରିବା ଉଦ୍ୟମ ଘଟଣା, ଚିକିତ୍ସାଧୀନ ଅବସ୍ଥାରେ ନାବାଳିକାର ମୃତ୍ୟୁ
  • ||
  • ପୁଣି ଲଜ୍ଜା : ଯୁବତୀଙ୍କୁ କାମ କରିବାକୁ ଡାକିନେଇ ଗଣଦୁଷ୍କର୍ମ, ଥାନାରେ ଏତଲା ଦେଲେ ପୀଡିତା
  • ||
  • ଅପରେସନ୍ ଗ୍ରୀନ୍ କ୍ଲିନ୍ : ୨୦ଏକରରୁ ଅଧିକ ଗଞ୍ଜେଇ ଚାଷ ନଷ୍ଟ
  • ||

କନ୍ଧମାଳରେ ପୁଣି ଜଣେ ଦଶମଶ୍ରେଣୀ ଛାତ୍ରୀ ଗର୍ଭବତୀ

24/09/2019 at 11:43 AM

ବାଲିଗୁଡା୨୪|୯:  କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ସିନ୍ଧ୍ରିଗା ସେବାଶ୍ରମରେ ଜଣେ ଦଶମ ପୁଣି ଜଣେ ଶ୍ରେଣୀଛାତ୍ରୀ ଗର୍ଭବତୀ ହୋଇଥିବା ଖବର ସାମ୍ନାକୁ ଆସିଛି । ଗତକାଲି ହଠାତ୍ ନାବାଳିକା ଛାତ୍ରୀଙ୍କ ଦେହ ଖରାପ ହେବାପରେ ଘଟଣାଟି ପଦାକୁ ଆସିଥିଲା ।

ଏନେଇ  ପ୍ରଧାନ ଶିକ୍ଷକ ବାଲିଗୁଡା ଥାନାରେ ଏତଲା ଦେବାପରେ ବାଲିଗୁଡା ଥାନା ପୋଲିସ୍ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ଜଣାପଡ଼ିଛି। ନାବାଳିକା ଛାତ୍ରୀ କେମିତି ଗର୍ଭବତୀ ହେଲେ ସେ ନେଇ ତଦନ୍ତ ଆରମ୍ଭ କରିଛି ପୋଲିସ୍।

   Related Posts