Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||
  • ନଭେମ୍ବରରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ
  • ||

ରାଉରକେଲାରୁ 11 ଏଟିଏମ୍ ଲୁଟେରାଙ୍କୁ ଗିରଫ କରିଛି ପୋଲିସ

4/07/2018 at 6:34 AM

ରାଉରକେଲାରୁ 11 ଏଟିଏମ୍ ଲୁଟେରାଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କ ନିକଟରୁ ନଗଦ ୪ ଲକ୍ଷ ଟଙ୍କା ଜବତ ହୋଇଛି ।
ଏଥି ସହ ୫୦ରୁ ଅଧିକ ଏଟିଏମ୍ କାର୍ଡ, ୩ଟି କାର୍ ଓ ସ୍ବାଇପ୍ ମେସିନ୍ ଜବତ ହୋଇଛି । ଗିରଫ ୧୦ ଜଣ ବିହାର, ଝାଡଖଣ୍ଡ, ଛତିଶଗଡ ଓ ପଶ୍ଚିମବଙ୍ଗ ଅଞ୍ଚଳର ବୋଲି ଜଣାପଡିଛି । ସେମାନଙ୍କ ନାଁରେ ବିଭିନ୍ନ ଥାନରେ ଏକାଧିକ ମାମଲା ରହିଛି ।

   Related Posts