Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ରାଜ୍ୟରେ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୫ଶହ ଟପିଲା ମୋଟ ମୃତ୍ୟୁ ସଂଖ୍ୟା

1/09/2020 at 10:29 AM

ଭୁବନେଶ୍ବର ୧।୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆଜି ରାଜ୍ୟରେ ଆଉ ୧୧ ଜଣଙ୍କ ଜୀବନ ନେଲା ମହାମାରୀ କରୋନା। ସଂପୃକ୍ତ ମୃତଙ୍କ ମଧ୍ୟରେ ଖୋର୍ଦ୍ଧା, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ରାୟଗଡ଼ା, କଟକରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

   Related Posts