Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିୟାଣାର ସ୍ୱାସ୍ଥ୍ୟ ମନ୍ତ୍ରୀ କୋରୋନା ପଜିଟିଭ୍‌ ଚିହ୍ନଟ, ‘କୋଭାକ୍ସିନ୍‌’ର ପରୀକ୍ଷାମୂଳକ ଟିକା ନେଇଥିଲେ ଅନିଲ ଭିଜ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୦୯ କରୋନା ସଂକ୍ରମିତ, ୩୨୦୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||
  • ବୁର୍ଲା ଭୀମସାରରେ ଅଘଟଣ, ବିଦ୍ୟୁତ ତାର ଛିଣ୍ଡି ପୋଡିଗଲା ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର
  • ||

ଜିଲ୍ଲା ସଭାପତିଙ୍କ କାନରେ ଗୁରୁମନ୍ତ୍ର ଦେଉଛନ୍ତି ନିରଞ୍ଜନ ପଟ୍ଟନାୟକ

13/06/2018 at 8:41 AM

ରାଜ୍ୟ କଂଗ୍ରେସରେ ଆରମ୍ଭ ହୋଇଛି ମାନସ ମନ୍ଥନ | ଭୁବନେଶ୍ୱର ସ୍ଥିତ କଂଗ୍ରେସ ଭବନରେ ଆରମ୍ଭ ହୋଇଛି ୨ ଦିନିଆ ଜିଲ୍ଲା ସାଙ୍ଗଠନିକ ସଭାପତିଙ୍କ ବୈଠକ | ଦକ୍ଷିଣାଞ୍ଚଳର ୧୧ ଟି ଜିଲ୍ଲାର ସଭାପତି ଓ କାର୍ଯ୍ୟକାରୀ ସଭାପତିଙ୍କ ବୈଠକ ଅନୁଷ୍ଠିତ ହୋଇଛି | ଆସନ୍ତାକାଲି ଉତ୍ତରାଞ୍ଚଳ ଓ ପଶ୍ଚିମାଞ୍ଚଳର ୨୨ ଟି ଜିଲ୍ଲାର ସଭାପତିଙ୍କ ବୈଠକ ଅନୁଷ୍ଠିତ ହେବ | ଆଜିର ବୈଠକରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସହିତ ୨ ଜଣା କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଉପସ୍ଥିତ ଅଛନ୍ତି | ୨୦୧୯ ସାଧାରଣ ନିର୍ବାଚନ ପାଇଁ ଜିଲ୍ଲା ସଭାପତିଙ୍କ କାନରେ ଗୁରୁମନ୍ତ୍ର ଦେଉଛନ୍ତି ନିରଞ୍ଜନ ପଟ୍ଟନାୟକ |

   Related Posts