Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ସର୍ବାଧିକ ୧୧୦୫୯ ପଜିଟିଭ୍

24/05/2021 at 8:27 AM

ଭୁବନେଶ୍ୱର ୨୪।୦୫ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୫୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୦୩୪୪୧ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୧୯୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୮୬୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୫୯ଜଣ, ବାଲେଶ୍ୱର ଜିଲ୍ଲାରୁ ୪୦୦ଜଣ, ବରଗଡ଼ ଜିଲ୍ଲାରୁ ୩୬୭ଜଣ, ଭଦ୍ରକ ଜିଲ୍ଲାରୁ ୩୭୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬୬ଜଣ, ବୌଦ୍ଧ ଜିଲ୍ଲାରୁ ୨୬୧ଜଣ, କଟକ ଜିଲ୍ଲାରୁ ୧୧୩୩ଜଣ, ଦେଓଗଡ଼ ଜିଲ୍ଲାରୁ ୧୦୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୫୧ଜଣ, ଗଜପତି ଜିଲ୍ଲାରୁ ୬୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୫୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩୩୦ଜଣ, ଯାଜପୁର ଜିଲ୍ଲାରୁ ୫୬୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୨୮ଜଣ, କଳାହାଣ୍ଡି ଜିଲ୍ଲାରୁ ୪୦୭ଜଣ, କନ୍ଧମାଳ ଜିଲ୍ଲାରୁ ୧୦୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୦୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୦୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୧୦ଜଣ, କୋରାପୁଟ ଜିଲ୍ଲାରୁ ୧୭୫ଜଣ, ମାଲକାନଗିରି ଜିଲ୍ଲାରୁ ୯୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୬୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୨୨ଜଣ, ନୟାଗଡ଼ ଜିଲ୍ଲାରୁ ୨୪୬ଜଣ, ନୂଆପଡ଼ା ଜିଲ୍ଲାରୁ ୪୪ଜଣ, ପୁରୀ ଜିଲ୍ଲାରୁ ୪୩୦ଜଣ, ରାୟଗଡ଼ା ଜିଲ୍ଲାରୁ ୧୭୭ଜଣ, ସମ୍ବଲପୁର ଜିଲ୍ଲାରୁ ୩୭୯ଜଣ, ସୋନପୁର ଜିଲ୍ଲାରୁ ୨୦୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୨୯ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୦୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୦୩୪୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୧୨୬୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୮୯୬୧୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୩୭୫୦୭୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts