Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

୨୪ ଘଣ୍ଟାରେ ରାଜଧାନୀରୁ ୧୧୧୬ ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ

4/05/2021 at 7:00 PM

ଭୁବନେଶ୍ବର ୦୪/୦୫ : ରାଜଧାନୀ ଭୁବନେଶ୍ବରେ ଦିନକୁ ଦିନ କରୋନା ସଂକ୍ରମଣ ବ୍ୟାପକ ହେବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୧୧୧୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ କ୍ବାରେଣ୍ଟାଇନରୁ ୧୭୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୯୩୯ ଜଣ । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮୨୫୬ରେ ପହଞ୍ଚିଛି । ରାଜଧାନୀ ଭୁବନେଶ୍ବରରୁ ସୁସ୍ଥ ହେଲେଣି ୩୯୦୧୬ ଜଣ ଆକ୍ରାନ୍ତ । ଏଥି ସହିତ ମୃତ୍ୟୁସଂଖ୍ୟା ୨୭୨ରେ ପହଞ୍ଚିଛି । ବର୍ତ୍ତମାନ ଆକ୍ଟିଭ୍‌ କେସ୍‌ ରହିଛି ୮୯୪୭ ।

   Related Posts