Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଏବେ ତୃତୀୟ ଲହର ଚାଲିଛି, ତଥାପି ଭୟଭୀତ ହେବାର ଆବଶ୍ୟକତା ନାହିଁ: ମୁଖ୍ୟ ସଚିବ
  • ||
  • ପୁରୀ: ପୋଲିସ କବଜାରେ ୩ ଧଳାଜହର ବେପାରୀ, ୧୭୨ ବ୍ରାଉନ ସୁଗାର ଜବତ
  • ||
  • କ୍ୟାପଟେନ୍ ପଦ ଛାଡିବା ପରେ କୋହଲିଙ୍କ ଟେଷ୍ଟ ରାଙ୍କିଙ୍ଗ୍ରେ ସୁଧାର, ଟପ୍-୧୦କୁ ଫେରିଲେ ବୁମରା
  • ||
  • କଳାହାଣ୍ଡି; ଗୋଲାମୁଣ୍ଡା ଗାଁ ପୋଖରୀରେ ବୁଡି ଜାଆଁଳା ଭାଇ ମୃତ
  • ||
  • ବିଜେପିରେ ମିଶି ପାରନ୍ତି କଂଗ୍ରେସର ପୋଷ୍ଟର ଗର୍ଲ ପ୍ରିୟଙ୍କା ମୌର୍ଯ୍ୟ, କହିଲେ- ପାର୍ଟି ମୋର ଫାଇଦା ଉଠାଇଲା
  • ||
  • ଭାରତର ଷ୍ଟାର ଟେନିସ୍ ଖେଳାଳି ସାନିଆ ମିର୍ଜାଙ୍କ ଅବସର ଘୋଷଣା, ୨୦୨୨ ହେବ ଶେଷ ସିଜିନ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୮୨ ହଜାରରୁ ଅଧିକ କରୋନା ପଜିଟିଭ୍, ୪୪୧ ମୃତ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୯୪କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୬୦୭ କୋଭିଡ୍ ପଜିଟିଭ୍, ୧୧୬୭୦୯୪ରେ ପହଞ୍ଚିଲା ସଂଖ୍ୟା
  • ||
  • ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ-୨୦୨୧: ବିଶ୍ୱର ଶ୍ରେଷ୍ଠ ୧୫ ସହରରେ ରାଉରକେଲା, ଟ୍ୱିଟ୍‌ କରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
  • ||

ହାଓ୍ବଡା-ମୁମ୍ବାଇ ଜ୍ଞାନେଶ୍ବରୀ ଏକ୍ସପ୍ରେସରୁ ୧୧କେଜି ସୁନା ଜବତ, ୨ ଜଣ ଅଟକ

10/10/2019 at 4:03 PM

ରାଉରକେଲା ୧୦।୧୦: ହାଓ୍ବଡା-ମୁମ୍ବାଇ ଜ୍ଞାନେଶ୍ବରୀ ଏକ୍ସପ୍ରେସରୁ ଜବତ ହେଲା ସୁନା । ଦୁଇ ଜଣଙ୍କଠାରୁ ୧୧କେଜି ସୁନା ଜବତ ହୋଇଛି । ଡିଆରଆଇ ଓ ସେଣ୍ଟ୍ରାଲ ଏକ୍ସସାଇଜ୍ ପକ୍ଷରୁ ମିଳିତ ଚଢାଉ କରାଯାଇଥିଲା । ଦୁଇ ଜଣଙ୍କୁ ଅଟକ ରଖାଯାଇଛି ।

ଜବତ ସୁନାର ମୂଲ୍ୟ ୪କୋଟି ଟଙ୍କା ହେବ ବୋଲି ଜଣାପଡିଛି । ୧୧୦ଟି ସୁନା ବିସ୍କୁଟ ଜବତ କରାଯାଇଛି । ଝାରସୁଗୁଡା ଓ ରାଜଗାଙ୍ଗପୁର ମଧ୍ୟରେ ସୁନା ଜବତ ହୋଇଥିବା ଜଣାପଡିଛି ।

   Related Posts