Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||
  • ମଙ୍ଗଳବାର ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା, ମିଳିବ ନିର୍ବାଚନୀ ଚିହ୍ନ
  • ||

ମିନିବସରେ ବୋମା ବିସ୍ଫୋରଣ : ୧୨ମୃତ, ୫ଗୁରୁତର

21/09/2019 at 11:32 AM

ବାଗଦାଦ ୨୧/୯: ଇରାକରେ ବୋମା ବିସ୍ଫୋରଣରେ ୧୨ଜଣଙ୍କର ମୃତ୍ୟୁ ଘଟିଛି। ୫ଜଣ ଗୁରୁତର ହୋଇଛନ୍ତି। ଇରାକର ପବିତ୍ର ସହର କର୍ବଲା ବାହାରେ ଏକ ମିନିବସରେ ଯାତ୍ରୀମାନଙ୍କ ଉପରେ ବୋମା ବିସ୍ଫୋରଣ ହୋଇଥିଲା।

ଇରାକରେ ୨୦୧୭ମସିହାରେ ଆତଙ୍କବାଦୀ ଗୋଷ୍ଠୀ ଇସଲାମିକ୍ ଷ୍ଟେଟର ପରାଜୟ ଘୋଷଣା ପରଠୁ ଏହା ସାଧାରଣ ନାଗରିକଙ୍କ ଉପରେ ସବୁଠୁ ବଡ଼ ଆକ୍ରମଣ ଥିଲା।

   Related Posts