Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଣ୍ଡଳିରୁ ଭାସି ଯାଇଛି ହାତୀ, ଠାବ ହୋଇପାରିନି ଅବସ୍ଥିତି
  • ||
  • ଅରିନ୍ଦମ ଦାସଙ୍କୁ ଶ୍ରଦ୍ଧାଞ୍ଜଳି, ଗୁରୁତରଙ୍କ ଆସୁ ଆରୋଗ୍ୟ କାମନା କରି ଭଦ୍ରକ ଜିଲ୍ଲା ସାମ୍ବାଦିକଙ୍କ କ୍ୟାଣ୍ଡେଲ ଶୋଭାଯାତ୍ରା
  • ||
  • ଉଦଳା : ନିଜେ ବିଷ ପିଇ ଦୁଇ ଶିଶୁ କନ୍ୟାଙ୍କୁ ପିଆଇଦେଲା, ଚିକିତ୍ସାଧିନ ଅବସ୍ଥାରେ ଚାଲିଗଲା ମା’ର ଜୀବନ
  • ||
  • କଟକ : ମୁଣ୍ଡଳୀରେ ବୋଟ୍ ଦୁର୍ଘଟଣାରେ ସମ୍ବାଦଦାତା ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ, ଗଜ ଉଦ୍ଧାର ଖବର ଆଣିବାକୁ ଓଡ୍ରାଫ୍ ଟିମ୍ ସହ ଯାଇଥିଲେ
  • ||
  • କଟକ : ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍
  • ||
  • ଭୁବନେଶ୍ବର କୋର୍ଟ ପରିସର ୩ଦିନ ସିଲ୍, ଜୁଡିସିଆଲ୍ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍ ପରେ ପଦକ୍ଷେପ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||

ବେଙ୍ଗ ଖୋଜି ଖୋଜି ଘରେ ପଶିଗଲା ୧୨ ଫୁଟିଆ ଅହିରାଜ, ଉଦ୍ଧାର କଲେ ସ୍ନେକ୍‌ ହେଲ୍ପ ଲାଇନ୍‌ ସଦସ୍ୟ

25/07/2021 at 10:15 PM

ନୀଳଗିରି, ୨୫/୭: ଘର ଭିତରୁ ବାହାରିଲା ୧୨ ଫୁଟିଆ ଅହିରାଜ ସାପ। ବାଲେଶ୍ୱର ଜିଲ୍ଲା ନୀଳଗିରି ବନ ବିଭାଗ ଅଧିନ ପୋଡ଼ାଶୁଳ ଗ୍ରାମର ବିରଚନ୍ଦ୍ର ଦାସଙ୍କ ଘରକୁ ଏହି ଅହିରାଜଟି ବେଙ୍ଗ ଖାଇବାକୁ ପଶିଥିଲା । ଖାଦ୍ୟ ଅନ୍ୱେଷଣରେ କୁଳଡିହା ଅଭୟାରଣ୍ୟରୁ ଚାଲି ଆସିଥିବା ସୂଚନା ମିଳିଛି ।

ଏନେଇ ସ୍ନେକ୍‌ ହେଲ୍ପ ଲାଇନ୍‌ର ସଦସ୍ୟଙ୍କୁ ଯୋଗାଯୋଗ କରାଯାଇଥିଲା । ପରେ ସାପ ଧରାଳି ପ୍ରକାଶ ମର୍ଦରାଜଙ୍କ ସହ ଆଉ ଦୁଇ ଯୁବକ ସାପଟିକୁ ସତର୍କତାର ସହ ଉଦ୍ଧାର କରି ରେଞ୍ଜ ଅଫିସରେ ଆଣି ରଖିଛନ୍ତି । ଆସନ୍ତା କାଲି କୁଳଡିହା ଅଭୟାରଣ୍ୟରେ ଛଡ଼ାଯିବ ବୋଲି କୁହାଯାଇଛି ।

   Related Posts