Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଭିନେତା ଆଶିଷ ରାୟଙ୍କ ପରଲୋକ
  • ||
  • ବାତ୍ୟା ‘ନିଭାର୍’ ପ୍ରଭାବରେ ଚେନ୍ନାଇରେ ବର୍ଷା
  • ||
  • ନବରଙ୍ଗପୁର : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୭୧ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୬୪୨ କରୋନା ସଂକ୍ରମିତ, ୩୧୫୨୭୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||

୧୨ ଫୁଟ ଲମ୍ବର ଅହିରାଜ ସାପ ଉଦ୍ଧାର

17/10/2020 at 3:41 PM

ସୋର ୧୭।୧୦: ୧୨ ଫୁଟ ଲମ୍ବର ଅହିରାଜ ସାପ ଉଦ୍ଧାର ହୋଇଛି । ସୋର ଥାନା ଶିଙ୍ଗାଖୁଣ୍ଟା ସରଳିଆ ଗାଁ ରାସ୍ତାରେ ଏକ ଅହିରାଜ ବୁଲୁଥିବା ବେଳେ ଗାଁ ଲୋକେ ଭଦ୍ରକ ସ୍ନେକ୍ ହେଲ୍ପ ଲାଇନର ମହମ୍ମଦ ଫିର୍ଜାଙ୍କୁ ଖବର ଦେଇଥିଲେ । ଫିର୍ଜା ୧୨ ଫୁଟ ଲମ୍ବର ଅହିରାଜ ସାପକୁ ଉଦ୍ଧାର କରି କୁଲଡିହା ଅଭୟାରଣ୍ୟରେ ଛାଡିଥିଲେ । ଅହିରାଜ ଉଦ୍ଧାର ବେଳେ ଲୋକେ ଦେଖିବାକୁ ଭିଡ ଜମାଇଥିଲେ ।

   Related Posts