Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

୧୨ ଘଣ୍ଟିଆ ଭଞ୍ଜନଗର ବନ୍ଦ ପାଳନ

21/05/2019 at 12:20 PM

ଭଞ୍ଜନଗର ୨୧|୫: ଗଞ୍ଜାମ ଜିଲ୍ଲା ଭଞ୍ଜନଗରରେ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ ଚାଲିଛି । ବକେୟା ଦରମା ଓ ଭଞ୍ଜନଗରୁ ଓଏସଆରଟିସିକୁ ବାଦ୍ ଦେବାକୁ ନେଇ ବନ୍ଦ ପାଳନ କରାଯାଉଛି । ଓଏସଆରଟିସି କର୍ମଚାରୀଙ୍କ ବନ୍ଦ ପାଳନକୁ ଭଞ୍ଜନଗରର ୧୬ ସଂଘ ସମର୍ଥନ କରୁଛି ।

ବନ୍ଦ ପାଳନ ପାଇଁ ଦୋକାନ ବଜାର ସହ ଗାଡ଼ି ମଟର ଚଳାଚଳ ବନ୍ଦ ରହିଛି । ଫଳରେ ଯାତ୍ରୀମାନେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି ।

   Related Posts