Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୃତ୍ୟୁ ହାରରେ ସାମାନ୍ୟ ହ୍ରାସ : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୯ ଜଣଙ୍କ ଜୀବନ, ୩୪୭୧ରେ ପହଞ୍ଚିଲା ମୋଟ୍‌ ସଂଖ୍ୟା
  • ||
  • କାମାକ୍ଷାନଗରରେ ଦୁଇ ସାହି ମଧ୍ୟରେ ଗୋଷ୍ଠୀ ସଙ୍ଘର୍ଷ : ଜଣେ ମୃତ, ୨ ଗୁରୁତର
  • ||
  • ନୟାଗଡ : ୫ ଦିନ ପରେ ମିଳିଳା ନିଖୋଜ ଶିଶୁକନ୍ୟାର ମୃତଦେହ, ଶରୀରଠୁ ଅଲଗା ହୋଇ ପଡିଛି ମୁଣ୍ଡ
  • ||
  • ଖୋର୍ଦ୍ଧା : ଠାକୁରପଡ଼ାରେ ଯୁବକଙ୍କୁ ନିର୍ମମ ହତ୍ୟା ଘଟଣା, ୩ ଗିରଫ
  • ||
  • ଭୁବନେଶ୍ୱର : ୧୮ ଓ ୧୯ରେ ବଢିବ ବର୍ଷା, ୨୦ରୁ ବଦଳିବ ପାଗ
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୬୩୧ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||

ଯୁବ ବ୍ୟବସାୟୀଙ୍କୁ ଗୁଳିମାଡ ପ୍ରତିବାଦରେ ୧୨ ଘଣ୍ଟିଆ କେନ୍ଦ୍ରାପଡା ବନ୍ଦ

17/07/2019 at 8:14 AM

କେନ୍ଦ୍ରାପଡା ୧୭|୭: ୧୨ ଘଣ୍ଟିଆ କେନ୍ଦ୍ରାପଡା ବନ୍ଦ । ଯୁବ ବ୍ୟବସାୟୀଙ୍କୁ ଗୁଳିମାଡ ପ୍ରତିବାଦରେ ବନ୍ଦ ପାଳନ କରାଯାଉଛି । ତିନିମୁହାଣି ବଜାର କମିଟି ଓ ବିଭିନ୍ନ ସଙ୍ଗଠନ ପକ୍ଷରୁ ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯିବ । ଗୁଳିମାଡ ଘଟଣାରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ।

ଆନ୍ଦୋଳନକାରୀଙ୍କ ପକ୍ଷରୁ ବିଭିନ୍ନ ସ୍ଥାନରେ ରାସ୍ତାରୋକ ସହ ଦୋକାନ ବଜାର ବନ୍ଦ ରହିଛି । ଫଳରେ ଗାଡି ଚଳାଚଳ ପ୍ରଭାବିତ ହୋଇଛି ।

   Related Posts