ଯୁବ ବ୍ୟବସାୟୀଙ୍କୁ ଗୁଳିମାଡ ପ୍ରତିବାଦରେ ୧୨ ଘଣ୍ଟିଆ କେନ୍ଦ୍ରାପଡା ବନ୍ଦ

Published By : Prameya-News7 Bureau | July 17, 2019 IST

କେନ୍ଦ୍ରାପଡା ୧୭|୭: ୧୨ ଘଣ୍ଟିଆ କେନ୍ଦ୍ରାପଡା ବନ୍ଦ । ଯୁବ ବ୍ୟବସାୟୀଙ୍କୁ ଗୁଳିମାଡ ପ୍ରତିବାଦରେ ବନ୍ଦ ପାଳନ କରାଯାଉଛି । ତିନିମୁହାଣି ବଜାର କମିଟି ଓ ବିଭିନ୍ନ ସଙ୍ଗଠନ ପକ୍ଷରୁ ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯିବ । ଗୁଳିମାଡ ଘଟଣାରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ।

{"id":134414}

ଆନ୍ଦୋଳନକାରୀଙ୍କ ପକ୍ଷରୁ ବିଭିନ୍ନ ସ୍ଥାନରେ ରାସ୍ତାରୋକ ସହ ଦୋକାନ ବଜାର ବନ୍ଦ ରହିଛି । ଫଳରେ ଗାଡି ଚଳାଚଳ ପ୍ରଭାବିତ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.